ଲାଲକିଲ୍ଲାରେ ଶକ୍ତିଶାଳୀ ବିସ୍ଫୋରଣ, 8 ମୃତ ଅନେକ ଲୋକ ଆହତ
ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ମେଟ୍ରୋ ଷ୍ଟେସନ୍ର ଗେଟ୍ ନମ୍ବର ୧ ନିକଟରେ ଥିବା ଏକ କାର୍ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ଅତିକମ୍ରେ ୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଉଚ୍ଚ ସୁରକ୍ଷା ଅଞ୍ଚଳରେ ଏହି ଘଟଣା ଯୋଗୁଁ…