୯ ତାରିଖ ବେଳକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ
ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ଥିବାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ, କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲା ସହ ଉପକୂଳବର୍ତ୍ତୀ କିଛି…