Browsing Tag

#india

୨୪ କୋଟି ଗୋରୁ ଏବଂ ମଇଁଷିମାନଙ୍କ ଟିକାକରଣ ଶେଷ

ପାଦ ଏବଂ ପାଟି ରୋଗ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ଅବଧିରେ, ଦେଶରେ ପ୍ରାୟ ୨୪ କୋଟି ଗୋରୁ ଓ ମଇଁଷି ମାନଙ୍କୁ  ବର୍ତ୍ତମାନ ସୁଦ୍ଧା ଟିକାକରଣ କରାଯାଇଛି । ରାଜ୍ୟମାନଙ୍କ ଦ୍ୱାରା ଦିଆଯାଇଥିବା ତଥ୍ୟ ଅନୁଯାୟୀ ରହିଥିବା ଧାର୍ଯ୍ୟ ଲକ୍ଷ୍ୟ ୨୫.୮ କୋଟିରୁ ୯୫% ରୁ ଅଧିକ ଗୋରୁମାନଙ୍କୁ…

ଓଡ଼ିଶାକୁ ମିଳିବ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ପ୍ରଧାନମନ୍ତ୍ରୀ  ଆଜି ଓଡ଼ିଶାକୁ ସୁଭାଷ ଚନ୍ଦ୍ର ବୋଷ ବିପ‌ର୍ଯ୍ୟୟ ପରିଚାଳନା ପୁରସ୍କାର  ପ୍ରଦାନ କରିବେ। ଦିଲ୍ଲୀ  ବିଜ୍ଞାନ ଭବନରେ ଏହି ପୁରସ୍କାର ପ୍ରଦାନ କରାଯିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଗତ ଜାନୁଆରି ୨୩ରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ…

ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କଲା କୋଇଲା ମନ୍ତ୍ରଣାଳୟ

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କରାଯାଇଛି । ଗତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଇ-ନିଲାମୀର ଅଷ୍ଟମ ଦିନରେ ଏହି ଖଣି ଦୁଇଟି ନିଲାମ ହୋଇଛି । ଏଥିମଧ୍ୟରୁ ଗୋଟିଏ ସିଏମଏସପି କୋଇଲା ଖଣି ହୋଇଥିବା ବେଳେ ଆଉ ଗୋଟିଏ ଏମଏମଡିଆର କୋଇଲା ଖଣି। ୫୦୦ ନିୟୁତ…

ନବ ଦାସଙ୍କ ମୃତ୍ୟୁ ଆକ୍ସିଡେଣ୍ଟାଲ ଡେଥ୍ ନୁହେଁ :ନରସିଂହ

 ଭୁବନେଶ୍ୱର:  ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର । ଏହି ହତ୍ୟା ହଠାତ୍ ହୋଇନି କି ଏହା ଆକ୍ସିଡେଣ୍ଟାଲ ଡେଥ ନୁହେଁ ବୋଲି ସେ ସିଧା ସିଧା କହିଛନ୍ତି । ଏହା ପଛରେ ବହୁ ଦିନର ଷଡ଼ଯନ୍ତ୍ର ରହିଥିବା କହିଛନ୍ତି କଂଗ୍ରେସ…

ଦ୍ୱିତୀୟ ଟେଷ୍ଟରେ ଭାରତର ଦମଦାର ବିଜୟ

 ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଭାରତ ବିଜୟ ହାସଲ କରିଛି। ଆଉ ଗୋଟିଏ ମ୍ୟାଚ ଜିତିଲେ ଭାରତ ଟେଷ୍ଟ ଚାମ୍ପିୟନସିପିର ଫାଇନାଲ ମ୍ୟାଚ ଖେଳିବ । ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ଟେଷ୍ଟରେ ଭାରତ ତୃତୀୟ ଦିନରେ ୬ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ ହରାଇ ଦେଇଛି ।…

ଆସନ୍ତାକାଲିଠୁ ବିଧାନସଭା: ଭର୍ଚୁଆଲ ସର୍ବଦଳୀୟ ବୈଠକକୁ ବିଜେପିର ବିରୋଧ

 ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏଥର ଅଧିବେଶନକୁ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବା ପାଇଁ ଧାର୍ଯ୍ୟ ହୋଇଥିଲା । ତେବେ ଭର୍ଚୁଆଲ ସର୍ବଦଳୀୟ ବୈଠକକୁ ବିରାେଧ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।  ଏଥରର…

ସ୍କୁଲ ଶିକ୍ଷାର ବିକାଶ ପାଇଁ ଦୁଇଦିନିଆ ଷ୍ଟାର୍ସର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ବୈଠକ

ସ୍କୁଲ ଶିକ୍ଷାକୁ ମଜଭୂତ୍ କରିବା, ସମାଜର ଆର୍ଥିକ ଦୃଷ୍ଟିରୁ ପଛୁଆ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ଏବଂ ଶିକ୍ଷକଙ୍କୁ ଉତ୍ତମ ତାଲିମ ପ୍ରଦାନ କରିବା ଦିଗରେ ଆସନ୍ତା ୧୬ ଓ ୧୭ ତାରିଖରେ ଭୁବନେଶ୍ୱର ଠାରେ ଷ୍ଟାର୍ସ(ଷ୍ଟ୍ରେନ୍ଦେନିଂ ଟିଚିଂ-ଲର୍ଣ୍ଣିଂ- ଆଣ୍ଡ୍ ରେଜଲ୍ଟ ଫର୍ ଷ୍ଟେଟ୍ସ)…

ପୁଲୱାମା ଆକ୍ରମଣରେ ସହିଦମାନଙ୍କ ବଳିଦାନକୁ କେବେ ଭୁଲିବ ନାହିଁ ଦେଶ

ପୁଲୱାମା ଆକ୍ରମଣକୁ ୪ ବର୍ଷ ପୁରିଛି ।  ସହିଦମାନଙ୍କ ବଳିଦାନକୁ ମନେ ପକାଉଛି ସାରା ଦେଶ । ଏହି ଉପଲକ୍ଷେ ସିଆରପିଏଫ ପକ୍ଷରୁ ସହିଦ ବୀର ଯବାନଙ୍କୁ ମନେ ପକାଇବା ପାଇଁ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ କରାଯାଇଛି । ଆଜି ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ସହିଦମାନଙ୍କୁ ଲୁହ ଛଳ ଛଳ ଆଖିରେ…

ଭାରତର ବଜେଟ୍‌ ଉପରେ ପୂରା ବିଶ୍ବର ଦୃଷ୍ଟି ରହିଛି

 ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  କହିଛନ୍ତି ଯେ ଭାରତର ବଜେଟ୍‌ ଉପରେ ପୂରା ବିଶ୍ବର ଦୃଷ୍ଟି ରହିଛି। https://twitter.com/narendramodi/status/1620287102880743425?s=20&t=QsYGmCxZGuXRZ5K-myZMnQ ଏବର୍ଷ ବଜେଟ୍‌ ପୂର୍ବରୁ…

ନେତାଜୀ ସୁଭାଷ ଚନ୍ଦ୍ର ବୋଷ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ଜନ୍ମଦିନ । ୨୩ ଜାନୁଆରୀ ୧୮୯୭ରେ ଜନ୍ମ ହୋଇଥିଲେ ଏହି ମହାନ ସ୍ବାଧୀନତା ସଂଗ୍ରାମୀ । ନେତାଜୀ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା ।…