Browsing Tag

#india

ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି – ନବୀନ

ବିଜେପି ସରକାର ମିଥ୍ୟା ପ୍ରଚାର କରୁଛି। ଡବଲ ଇଞ୍ଜିନ ସରକାର ଡବଳ ବିକାଶ କରିବ ବୋଲି କହିଥିଲା, କିନ୍ତୁ ଲୋକଙ୍କୁ ଡବଲ ଧୋକା ଦେଇଛି। ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ନିର୍ବଚାନୀ ପ୍ରଚାର ବେଳେ ଏଭଳି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରଚାର ସଭାରେ ଜନସାଧାରଣଙ୍କୁ…

ବିବାହର ୪ ବର୍ଷ ପରେ ମାତା ପିତା ହେବାର ସୌଭାଗ୍ଯ ଲାଭ କଲେ ଷ୍ଚାର ଦମ୍ପତ୍ତି କ୍ୟାଟ୍ରିନା କୈଫ୍- ଭିକି କୌଶଲ

ଷ୍ଚାର ଦମ୍ପତ୍ତି ହେଲେ ମାତାପିତା। ବଲିଉଡର ନାମିଦାମି ଷ୍ଟାର ଦମ୍ପତି ଭାବରେ ଜଣାଶୁଣା ଥିବା କ୍ୟାଟ୍ରିନା କୈଫ୍- ଭିକି କୌଶଲଙ୍କ ବିବାହର ୪ ବର୍ଷ ପରେ ସେମାନେ ମାତା ପିତା ହେବାର ସୌଭାଗ୍ଯ ଲାଭ କରିଛନ୍ତି। କ୍ୟାଟ୍ରିନା କୈଫ୍ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଆଜି ୭ ନଭେମ୍ବରରେ ଏହି…

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ,କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି

ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।   ନଭେମ୍ବର ୧୦ ଯାଏଁ ସଡ଼କ ଓ ପରିବହନ ଉପରେ ହେବ ଆଲୋଚନା । ୮୪ତମ ଅଧିବେଶନରେ ଅଂଶଗ୍ରହଣ…

ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି

ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ ଭିନ୍ନ ସ୍ଥାନରେ…

ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍‌ଡର୍ସରେ ଚଢ଼ାଉ,ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍‌ଙ୍କୁ ମାରାଥନ ଜେରା

ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍‌ଡର୍ସରେ ଚଢ଼ାଉ। ଆୟକର ଫାଙ୍କି ନେଇ ଆୟକର ବିଭାଗ ଓଡ଼ିଶା ଓ ପଶ୍ଚିମବଙ୍ଗରେ ଥିବା ଉତ୍କଳ ବିଲ୍‌ଡର୍ସର ୪ଜଣ ନିର୍ଦ୍ଦେଶକ ସନ୍ଦୀପ କୁମାର ବେଦ, ଅମିତ ବେଦ, ପ୍ରକାଶ ଭୁରା ଓ ଅଞ୍ଜନା ଦେବୀ ଭୁରାଙ୍କୁ ଆଜି ସକାଳୁ ଝାଳବୁହା ଜେରା କରୁଥିବା ଜଣାଯାଇଛି। ଏଥିଲାଗି…

‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସେବା ଭବନରେ ‘ବନ୍ଦେ ମାତରମ୍‌’ ଗାନ ମୁଖ୍ୟମନ୍ତ୍ରୀ

ଆଜି ୭ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ‘ବନ୍ଦେ ମାତରମ୍‌’ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ‘ବନ୍ଦେ ମାତରମ୍‌’ ଗାନ କରିଛନ୍ତି। ଏହାଛଡ଼ା…

ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ

ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ। ସମସ୍ତ ୪ଟି ପଦବୀରେ ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନର ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଛାତ୍ରସଂଘ ସଭାପତି ଭାବେ ବିଜୟୀ ହୋଇଛନ୍ତି ଏଆଇଏସଏର ଅଦିତି ମିଶ୍ରା । ଏବିଭିପି ପ୍ରାର୍ଥୀ ବିକାଶ ପଟେଲଙ୍କୁ ପରାଜିତ…

ଛେଳି କ୍ଷୀର ଏକ ପ୍ରାକୃତିକ ଟନିକ୍

ଗାଈ ଏବଂ ମଇଁଷି କ୍ଷୀର ପରି ଛେଳି କ୍ଷୀର ସ୍ବାସ୍ଥ୍ୟ ପକ୍ଷେ ଖୁବ ଲାଭଦାୟକ। ଏଥିରେ ଔଷଧୀୟ ଗୁଣ ପ୍ରଚୁର ମାତ୍ରାରେ ଭରି ରହିଛି। ଅନେକ ପାରମ୍ପରିକ ଚିକିତ୍ସା ବ୍ୟବସ୍ଥାରେ ଛେଳି କ୍ଷୀରକୁ ଏକ ପ୍ରାକୃତିକ ଟନିକ୍ ଭାବରେ ବିବେଚନା କରାଯାଇଥାଏ। ଆୟୁର୍ବେଦ ମଧ୍ୟ ଏହାକୁ ଅତ୍ୟନ୍ତ ଲାଭଦାୟକ ବୋଲି…

ଆଜିର ରାଶିଫଳ

ମେଷ: ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ସ୍ଥିତି ଭଲ କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଉଦ୍ୟୋଗରେ ଡ଼ାକରା ଆସିବ। ‌ ବୃଷ: କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।…

ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ, ୨୪୧ ଜଣଙ୍କ ମୃତ୍ୟୁ

ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗିର ତାଣ୍ଡବ । ଏଯାଏଁ ୨୪୧ ଜଣଙ୍କ ମୃତ୍ୟୁ ହୋଇଛି । ଜରୁରିକାଳୀନ ସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି । ଫିଲିପାଇନ୍ସରେ ଘୂର୍ଣ୍ଣିଝଡ଼ କଲମାଏଗି ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର…