ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ରେ ହୋଇଥିବା କ୍ୟାବିନେଟ ମିଟିଂରେ ଭାରତୀୟ ରେଳବାଇକୁ ଆଧୁନିକ ଓ ଅଧିକ କ୍ଷମତାଶୀଳ କରିବା ଦିଗରେ ବଡ଼ ପଦକ୍ଷେପ ନିଆଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଦେଶର ୭ଟି ରେଲୱେ ପ୍ରୋଜେକ୍ଟକୁ ଫୋର୍ ଲେନ୍ କରିବା ନେଇ…