Browsing Tag

#india

ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ

ବିହାରରେ ଆଜି (ଗୁରୁବାର ୬ ନଭେମ୍ବର) ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଛି । ଏଥର ରାଜ୍ୟ ସନ୍ଧ୍ୟା ୫ ଟା ସୁଦ୍ଧା ମତଦାନର ପୂର୍ବ ରେକର୍ଡ ଭାଙ୍ଗିଛି। ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଛି। ଏହି ୧୨୧ ଟି ଆସନରେ ମତଦାନର ପୂର୍ବ ରେକର୍ଡ ୫୫.୮୧…

୭୪ତମ ମିସ୍ ୟୁନିଭର୍ସ ୨୦୨୫ – ଭାରତର ପ୍ରତିନିଧିତ୍ୱ କରିବେ ମନିକା ବିଶ୍ୱକର୍ମା

ଚଳିତ ବର୍ଷ ଥାଇଲ୍ୟାଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ୭୪ତମ ମିସ୍ ୟୁନିଭର୍ସ ୨୦୨୫ ପ୍ରତିଯୋଗିତାରେ ରାଜସ୍ଥାନର ୨୨ ବର୍ଷୀୟା ମନିକା ବିଶ୍ୱକର୍ମା ଭାରତର ପ୍ରତିନିଧିତ୍ୱ କରିବେ। ସେ ଚଳିତ ବର୍ଷ ଅଗଷ୍ଟରେ ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ର ତାଜ୍ ଜିତିଥିଲେ। ରାଜସ୍ଥାନର ଶ୍ରୀ ଗଙ୍ଗାନଗରରେ…

୪ର୍ଥ ଟି-୨୦ ଭାରତ-ଅଷ୍ଟ୍ରେଲିଆ , ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ

କ୍ବିନ୍ସଲାଣ୍ଡ : କ୍ବିନ୍ସଲାଣ୍ଡର କାରାରା ଓଭାଲ୍ସଠାରେ ଗୁରୁବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟି-୨୦ରେ ଅଷ୍ଟ୍ରେଲିଆକୁ ୪୮ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଏହି ୫ ଟିକିଆ ସିରିଜରେ ଭାରତ ୨-୧ରେ ଆଗୁଆ ହୋଇଯାଇଛି । ଭାରତ ଦ୍ବାରା ରଖାଯାଇଥିବା…

ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ ବୋଲି ନୂଆପଡ଼ାରେ କହିଛନ୍ତି…

ଓଡ଼ିଶାରେ ଶୀତର ପ୍ରକୋପ ଆରମ୍ଭ

ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି  । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି ସେଲସିୟସ ତଳେ…

ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ

ବିହାରର ୧୮ଟି ଜିଲ୍ଲାର ୧୨୧ ବିଧାନସଭା ନିର୍ବାଚନମଣ୍ଡଳୀରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ୧୩୧୪ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ପ୍ରସାଦ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧାରୀ ଏବଂ ବିଜୟ କୁମାର…

ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ

ପବିତ୍ର ମାସ କାର୍ତ୍ତିକ , ମାସସାରା ଆମିଷ ନଖାଇ କାର୍ତ୍ତିକ ବ୍ରତ ପାଳନ୍ତି ଲୋକେ । କେହି କେହି ମାସକ ପାଳିନପାରିଲେ ପଞ୍ଚୁକ ୫ ଦିନ ଆମିଷ ଛାଡି ସାତ୍ତ୍ବିକ ଭୋଜନ କରି କାର୍ତ୍ତିକ ବ୍ରତ ପାଳନ କରନ୍ତି । ଏ ମାସରେ ଦାନ ଧର୍ମ କରି ବର୍ଷକର ପୂଣ୍ୟ ଅର୍ଜନ କରାଯାଏ ବୋଲି କୁହାଯାଏ । କିନ୍ତୁ…

କଟକର ଐତିହାସିକ ବାଲିଯାତ୍ରା ଉଦଘାଟିତ, ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବେ ରାଜ୍ୟ ସରକାର

କଟକର ଐତିହାସିକ ବାଲିଯାତ୍ରା ଆୟୋଜନ ପାଇଁ ପୂର୍ବରୁ ରାଜ୍ୟ ସରକାର ୨ କୋଟି ଟଙ୍କା ପ୍ରଦାନ କରୁଥିଲେ। କିନ୍ତୁ ଚଳିତ ବର୍ଷଠାରୁ ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରୁ ୫ କୋଟି ଟଙ୍କା ଦିଆସରିଥିବା ବେଳେ ଅବଶିଷ୍ଟ ଟଙ୍କା…

ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର

ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି । ୧୮ଟି ଜିଲାରେ ୧୨୧ଟି ଆସନରେ ଭୋଟ ଗ୍ରହଣ କରାଯାଉଛି । ୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର । ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ମତଦାନ ପାଇଁ…

ଆଜିର ରାଶିଫଳ

ମେଷ: ଆପଣଙ୍କର ରଚନାତ୍ମକତା ପୂର୍ବ ଅପେକ୍ଷା ଭଲ ହେବ। ଭାଇ ସହିତ କୌଣସି କଥାକୁ ନେଇ ବିଚାର ବିମର୍ଶ କରିବେ। ନିଜର ମୂଲ୍ୟବାନ ଜିନିଷକୁ ସମ୍ଭାଳି କରି ରଖନ୍ତୁ। ପ୍ରେମ ସମ୍ବନ୍ଧ ମଧୁର ହେବ। ‌ ବୃଷ: ବିଦେଶ କଂପାନିରୁ ଚାକିରିର ପ୍ରସ୍ତାବ ଆସିପାରେ। ନିଜର କାମ ଧ୍ୟାନପୂର୍ବକ…