Browsing Tag

#india

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ

ଦେଶରେ ଚାଲିଥିବା ପ୍ରବେଶିକା ପରୀକ୍ଷା (NEET-UG) ବିବାଦ ଓ ଲଗାତାର ଛାତ୍ର ଆନ୍ଦୋଳନ ମଧ୍ୟରେ ଏକ ବଡ଼ ରାଜନୈତିକ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଶନିବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର…

ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା

ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଅଭିଜିତ ଦୀପକେ ମଞ୍ଚ ଉପରୁ ଯୁବକମାନଙ୍କୁ ସମ୍ବୋଧିତ କରି ଏମିତି କହି ସ୍ଲୋଗାନ ଦେଇଛନ୍ତି। କେନ୍ଦ୍ର ସରକାର ଜନ୍ତର ମନ୍ତରରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ଦାବିକୁ ଗ୍ରହଣ କରିଛନ୍ତି।…

ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ…

ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍‌

ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍‌ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଆରାମଦାୟକ ଓ ନିର୍ବିଘ୍ନ ଯାତ୍ରା କରିବା ସହିତ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ…

ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୂର୍ଣ୍ଣ ଅଳଙ୍କାରରେ ଝଟକିବେ ମହାବାହୁ । ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ବାହୁଡ଼ା ଯାତ୍ରା ପରେ ଆଜି ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିବ ରଥଯାତ୍ରାର ଅନ୍ୟତମ ଦିବ୍ୟ ଓ ଅପୂର୍ବ ଦୃଶ୍ୟ ମହାପ୍ରଭୁଙ୍କ…

ସୃଷ୍ଟି ହେଲା ଲଘୁଚାପ ,୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସୃଷ୍ଟି ହେଲା ଲଘୁଚାପ । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।…

ଆଜିର ରାଶିଫଳ

ମେଷ: ଆଜି ଏକ ସାଧାରଣ ଦିନ ରହିବ । ବ୍ୟବସାୟିକ ମାମଲାରେ ସରକାରୀ ହସ୍ତକ୍ଷେପ ବୃଦ୍ଧି ପାଇବ । ଆୟ ବୃଦ୍ଧି ପାଇବ । କଠିନ ପରିଶ୍ରମ ସଫଳତା ଆଣିବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ମଧ୍ୟ ବୃଦ୍ଧି ପାଇବ । ପାରିବାରିକ ଶାନ୍ତି ବଜାୟ ରଖିବା ପାଇଁ, ଅଯଥା ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ । ପିଲା…

ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ…

ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବାକୁ ଯୋଜନା କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ଅର୍ଥ ବିଭାଗ କଡ଼ା ନିର୍ଦ୍ଦେଶ ଜାରି କରିଛି। ଏଣିକି ଏଭଳି ଯାତ୍ରା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବା ସହ ମୁଖ୍ୟାଳୟ ଛାଡ଼ିବା ପାଇଁ ଆବଶ୍ୟକ ପୂର୍ବାନୁମତି…

ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ

ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, କଟକର ଅବିରାମ ଦାସ (୫୭) ସୁଭଦ୍ରାଙ୍କ ରଥ ନିକଟରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ନିକଟସ୍ଥ ବଗଲା ପ୍ରାଥମିକ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ…

ଆମେରିକୀୟ କମ୍ପାନୀ Light ଏକ ନୂଆ 5G ଫ୍ଲିପ୍ ଫୋନ୍ ଲଞ୍ଚ କରିଛି, ଯେଉଁଥିରେ ରହିଛି କିପ୍ୟାଡ୍

ଆମେରିକୀୟ କମ୍ପାନୀ Light ଏକ ନୂଆ 5G ଫ୍ଲିପ୍ ଫୋନ୍ ଲଞ୍ଚ କରିଛି, ଯେଉଁଥିରେ କିପ୍ୟାଡ୍ ଦିଆଯାଇଛି । ଏହି ଫୋନ୍ ପ୍ରାୟ ଦୁଇ ଦଶନ୍ଧି ପୂର୍ବରୁ ଲଞ୍ଚ ହୋଇଥିବା Nokia, Samsung ଓ Motorolaର କିପ୍ୟାଡ୍ ଥିବା ଫ୍ଲିପ୍ ଫୋନ୍ ଭଳି ଦେଖାଯାଏ । Light କମ୍ପାନୀର ଏହି 5G ଫ୍ଲିପ୍ ଫୋନ୍…