Browsing Tag

#india

ମହିଳା କ୍ରିକେଟ୍ ବିଶ୍ବକପ୍‌ : ପ୍ରଥମ ଥର ଚାମ୍ପିଅନ ହେଲା ଭାରତ

ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତି ଇତିହାସ ରଚିଛି। ମୁମ୍ବାଇର ଡି.ୱାଇ. ପାଟିଲ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୯୮ ରନ କରିଥିଲା। ଶେଫାଳି…

ଆଜିର ରାଶିଫଳ

ମେଷ: ଆପଣଙ୍କର ସବୁ ଅଶାନ୍ତି ଅନ୍ତ ହେବ। ସଫଳତାର ନୂଆ କିରଣ ଦେଖାଦେବ। ଆର୍ଥିକ କ୍ଷେତ୍ରରେ ବିକାଶ ଯୋଗ ଅଛି। ଗାଡ଼ି କିଣିବା ପାଇଁ ସମୟ ସାଥ ଦେବ। ସ୍ବାସ୍ଥ୍ୟ ଚୈତନ୍ୟ ରହିବ। ବୃଷ: ଆପଣଙ୍କ ଉପରେ ଭଗବାନଙ୍କ କୃପା ରହିବ। ବେପାର ବଢ଼ାଇବା ପାଇଁ କରିଥିବା ଯୋଜନାରୁ…

ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର

‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର ସାହୁଙ୍କର ପରଲୋକ ହୋଇଥିବା ନେଇ ରବିବାର ଅପରାହ୍ଣରେ ସୂଚନା ମିଳିଛି। କିଛି ମାସ ହେବ ସେ କ୍ୟାନସରରେ ପୀଡ଼ିତ ଥିଲେ। ସେଥି ପାଇଁ ତାଙ୍କର ଚିକିତ୍ସା ଚାଲିଥିଲା। ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖୁବ୍‌…

ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି

ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ପାଇଁ ଖୁସି ଖବର ଆସିଛି। କୌଣସି କାରଣରୁ ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ…

ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ

କାହିଁକି ଜୟ ଢୋଲକିଆ ବିଜେପିରେ ଯୋଗ ଦେଇଥିଲେ ? ଏହି ପ୍ରଶ୍ନ ଅନେକଙ୍କ ମନରେ ଉଙ୍କିମାରିଥିଲା। ଆଜି କୋମନା ବ୍ଲକ୍ ଅନ୍ତର୍ଗତ ବୁଧି କୋମନା ଗାଁରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଏହାର ଜବାବ୍ ରଖିଛନ୍ତି ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସେ କହିଛନ୍ତି, ବିଜେଡି…

ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା

ବିହାରରେ ବିଧାନସଭା ନିର୍ବାଚନ ନେଇ ଆଜି ଦିନକୁ ସୁପର ଶନିବାର କୁହାଯାଉଛି । ଏନଡିଏ ସମେତ ମହାଗଠବନ୍ଧନର ବଡ଼ ନେତାମାନେ ମାରାଥନ ପ୍ରଚାର କରିଛନ୍ତି । କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ । ପ୍ରିୟଙ୍କା ଆଜି ଦୁଇଟି ନିର୍ବାଚନୀ ରାଲିରେ…

ମେଣ୍ଟରେ ଲଢିବେ ଉଦ୍ଧବ ଠାକରେ ଓ ଅଜିତ୍ ପାୱାରଙ୍କ ପାର୍ଟି

ମହାରାଷ୍ଟ୍ର ରାଜନୀତି କିଛିିଦିନ ଧରି ସ୍ଥିର ରହିବା ପରେ ପୁଣି ହଲଚଲ ଆରମ୍ଭ ହୋଇଛି ।  ଉଦ୍ଧବ ଠାକରେଙ୍କ ଶିବସେନା ଓ ଅଜିତ୍ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଆଗାମୀ ପଞ୍ଚାୟତ ନିର୍ବାଚନରେ ମେଣ୍ଟରେ ଲଢ଼ିବେ ବୋଲି ଔପଚାରିକ ଭାବେ ଘୋଷଣା କରିଛନ୍ତି । ଦୁଇ ଦଳ ମଧ୍ୟରେ ଏଭଳି…

ଶୀତ ଋତୁରେ କଦଳୀ ଖାଇବା ଉଚିତ କି? ଆସନ୍ତୁ ଜାଣିବା

ଅଧିକାଂଶ ଲୋକ ଋତୁ ଅନୁସାରେ ଖାଦ୍ୟାଭ୍ୟାସ ରଖିଥାନ୍ତି। ଶୀତ ଋତୁ ଆସିଲାଣି ଯେହେତୁ ଆମ ଖାଦ୍ୟରେ ବି ଅନେକ ପରିବର୍ତ୍ତନ ହେବ। ଗ୍ରୀଷ୍ମ ଋତୁରେ ଲାଭଦାୟକ କିଛି ଖାଦ୍ୟ ଶୀତ ଋତୁରେ କ୍ଷତିକାରକ ହୋଇପାରେ। ଏପରି ଏକ ଫଳ ହେଉଛି କଦଳୀ। କଦଳୀ ବର୍ଷସାରା ସହଜରେ ଉପଲବ୍ଧ ଏବଂ ଏଥିରେ ପୋଷକ…

ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ଗିରଫ ହୋଇଛି । ନେପାଳ ସୀମାରୁ କ୍ରାଇମବ୍ରାଞ୍ଚ ଶଙ୍କରକୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍ ଗାଜିଆବାଦରେ ଥିବା ଶଙ୍କରର ଘରେ ପୂର୍ବରୁ ଚଢ଼ଉ କରିଥିବା…

ଆଜିଠାରୁ ମହାକାର୍ତ୍ତିକ ପଞ୍ଚୁକ , ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଆଜିଠାରୁ ମହାକାର୍ତ୍ତିକ ପଞ୍ଚୁକ । ସାରା ମାସ ବ୍ରତରେ ଯେତିକି ପୁଣ୍ୟ ହୋଇନଥାଏ, ୫ ଦିନ ବ୍ରତ ପାଳନରେ ତା’ଠାରୁ ଅଧିକ ପୁଣ୍ୟ ହୁଏ ବୋଲି ବିଶ୍ବାସ ରହିଛି । ଏଥର ପଞ୍ଚୁକ ୫ ଦିନ ପରିବର୍ତ୍ତେ ଚାରିଦିନ ପଡ଼ୁଛି । କାର୍ତ୍ତିକ ଶୁକ୍ଳ ଦ୍ଵାଦଶୀ କ୍ଷୟ ହେଉଥିବାରୁ ଚାରିଦିନ ବେଶ ଅନୁଷ୍ଠିତ ହେବା…