Browsing Tag

#india

ରାଜ୍ୟ ସରକାରୀ କର୍ମଚାରୀଙ୍କ ୫ ପ୍ରତିଶତ ଡିଏ ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟ ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି । ପ୍ରାକ୍-ସଂଶୋଧିତ ବେତନ ସ୍କେଲରେ ଥିବା କର୍ମଚାରୀଙ୍କ ଡିଏ ୫ ପ୍ରତିଶତ ବୃଦ୍ଧି । ୨୫୭%ରୁ ବଢ଼ି ୨୬୨% ହେଲା । ରାଜ୍ୟ ସରକାର ଓଆରଏସପି-୨୦୦୮ ଅନୁଯାୟୀ ପ୍ରାକ୍-ସଂଶୋଧିତ ବେତନ ସ୍କେଲରେ ବେତନ ପାଉଥିବା ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା…

ରାଜ୍ୟରେ ୨ କୋଭିଡ ପଜେଟିଭ ଚିହ୍ନଟ ,କିନ୍ତୁ କୋଭିଡ ପରିସ୍ଥିତି ନାହିଁ, ଏବେ ଏହା ଏକ ସାଧାରଣ ଇନ୍ ଫ୍ଲୁଏଞ୍ଜା

ରାଜ୍ୟରେ ୨ କୋଭିଡ ପଜେଟିଭ ଚିହ୍ନଟ । କିନ୍ତୁ କୋଭିଡ ପରିସ୍ଥିତି ନାହିଁ, ଏବେ ଏହା ଏକ ସାଧାରଣ ଇନ୍ ଫ୍ଲୁଏଞ୍ଜା ଏହା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ରବୀନ୍ଦ୍ରନାଥ ମିଶ୍ର । ରାଜ୍ୟରେ ଏବେ କୋଭିଡ୍ ପରିସ୍ଥିତି ନାହିଁ । ଏହାର କିଛି ବି ଗୁରୁତ୍ୱ ନାହିଁ । ଏହା ଏକ ସାଧାରଣ…

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବଡ଼ ସଫଳତା,ମହାପ୍ରଭୁଙ୍କ ପବିତ୍ର ନାମ ଓ ପରମ୍ପରା ପାଇଁ ମିଳିବ ଟ୍ରେଡ୍ ମାର୍କ…

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବଡ଼ ସଫଳତା। ମହାପ୍ରଭୁଙ୍କ ପବିତ୍ର ନାମ ଓ ପରମ୍ପରା ପାଇଁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ପରମ୍ପରା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ବଡ଼ ସଫଳତା ମିଳିଛି। ମହାପ୍ରଭୁଙ୍କ ସହ…

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି…

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା ।  ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବାମ ପାର୍ଶ୍ବରୁ ୧୧ଟି ଓ ଡାହାଣ ପାର୍ଶ୍ବରୁ ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।…

୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ,ଆଜି ବି ପ୍ରବଳ ବର୍ଷିବ

୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ । ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଜି ବି ପ୍ରବଳ ବର୍ଷିବ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ…

ଏହି ରାଶିର ଙ୍କ ପାଇଁ ଆଜି ଏକ ମିଶ୍ରିତ ଦିନ ହେବ

ମେଷ: ଆଜି ଏକ ମିଶ୍ରିତ ଦିନ ହେବ । ବ୍ୟବସାୟରେ ଆର୍ଥିକ ଲାଭ ଏବଂ ଟଙ୍କା ପାଇବାର ସମ୍ଭାବନା ରହିବ, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ହେତୁ ଚିନ୍ତା ମଧ୍ୟ ରହିବ । ପରିବାରରେ ଏକ ଖୁସିର ପରିବେଶ ରହିବ । ଆପଣ ଧାର୍ମିକ ତୀର୍ଥଯାତ୍ରାରେ ଯାଇପାରନ୍ତି । ବୃଷ: ଆଜି ଏକ ସାଧାରଣ ଦିନ ହେବ ।…

ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ,୨୫ ତାରିଖ ଦିନ ୧୧ଟାରେ ଏସିପିଙ୍କ ଅଫିସରେ ହାଜର ହେବାକୁ…

ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ । ୨୫ ତାରିଖ ଦିନ ୧୧ଟାରେ ହାଜର ହେବାକୁ ନବୀନ ପଟ୍ଟନାୟକଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ କରାଯାଇଛି  । ଭୁବନେଶ୍ବର ଜୋନ-୧ ଏସିପିଙ୍କ ଅଫିସରେ ହାଜର ହେବାକୁ କୁହାଯାଇଛି । ଫାଇଲ ମିସିଂ ମାମଲାରେ…

ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ…

ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ଶୀଘ୍ର ଆଇନଗତ ନ୍ୟାୟ ପ୍ରଦାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି (ଅତ୍ୟାଚାର ନିରୋଧ) ଆଇନ, ୧୯୮୯ ଅଧୀନରେ…

NEET ପେପର ଲିକ୍ କୁ ନେଇ ଦେଶବ୍ୟାପୀ ବିକ୍ଷୋଭ,ଅନେକ ରାଜ୍ୟରେ ଛାତ୍ର ଓ କଂଗ୍ରେସର ପ୍ରତିବାଦ

NEET ପେପର ଲିକ୍ କୁ ନେଇ ଦେଶବ୍ୟାପୀ ବିକ୍ଷୋଭ । ଅନେକ ରାଜ୍ୟରେ ଛାତ୍ର ଓ କଂଗ୍ରେସର ପ୍ରତିବାଦ । NEET-UG ୨୦୨୬ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦ ସମୟରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ବିଭିନ୍ନ ରାଜ୍ୟରେ ବିକ୍ଷୋଭ ଜୋରଦାର ହୋଇଛି । ଛାତ୍ର ସଂଗଠନଙ୍କ…

ହୋଟେଲ ସୁଇମିଂ ପୁଲରେ ବଡ଼ ଅଘଟଣ,ବିଷାକ୍ତ ଗ୍ୟାସ୍ ନିର୍ଗତ ହୋଇ ୬୦ ଜଣ ପର୍ଯ୍ୟଟକ ଅସୁସ୍ଥ

ସ୍ପେନର 'କୋଷ୍ଟା ଡେଲ୍ ସୋଲ୍' ନିକଟସ୍ଥ ବେନାହାଭିସ୍ ଅଞ୍ଚଳର ଏକ ହୋଟେଲ ସୁଇମିଂ ପୁଲରେ ବଡ଼ ଅଘଟଣ ଘଟିଛି । ବିଷାକ୍ତ ଗ୍ୟାସ୍ ନିର୍ଗତ ହୋଇ ଅତି କମରେ ୬୦ ଜଣ ପର୍ଯ୍ୟଟକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥମାନଙ୍କ ମଧ୍ୟରେ ଶିଶୁ ଓ ବୟସ୍କ ମଧ୍ୟ ସାମିଲ ଅଛନ୍ତି ।…