Browsing Tag

#india

ଇଂଲଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା

ଆସନ୍ତା ମାସରେ ଇଂଲଣ୍ଡ ଗସ୍ତରେ ଯିବ ଟିମ୍ ଇଣ୍ଡିଆ । ଏଥିପାଇଁ ଘୋଷଣା ହୋଇଛି ଦଳ । ରେଡ୍ ବଲ୍ ଦଳର କମାଣ୍ଡ ସମ୍ଭାଳିବେ ଶୁଭମନ ଗିଲ୍ । ଅର୍ଥାତ୍ ଦଳର କ୍ୟାପଟେନ୍ ଗିଲ୍ । ସେହିଭଳି ଋଷଭ ପନ୍ତ ଉପ-ଅଧିନାୟକ । କାରଣ ନିକଟରେ ଟେଷ୍ଟ କ୍ରିକେଟରୁ ଅବସର ନେଇଛନ୍ତି ରୋହିତ ଶର୍ମା ଏବଂ ବିରାଟ…

ଏନ୍‌କାଉଣ୍ଟର୍‌ରେ ୨ ହାର୍ଡକୋର୍‌ ମାଓବାଦୀ ନିହତ

ଝାଡ଼ଖଣ୍ଡରେ ୨ ହାର୍ଡକୋର୍‌ ମାଓବାଦୀଙ୍କୁ ଏନ୍‌କାଉଣ୍ଟର୍‌ କରି ନିହତ କରିଛନ୍ତି। ଲାତେହାରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଏହି ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏହି ମାଓବାଦୀଙ୍କ ନାଁରେ ଥିଲା ୧୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ତେବେ ଆହତ ଅବସ୍ଥାରେ ଆଉ ଜଣେ ମାଓବାଦୀ…

ବେଙ୍ଗାଲୁରୁକୁ ୪୨ରନରେ ହରାଇଛି ହାଇଦ୍ରାବାଦ

ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ଅଧିନାୟକ ପାଟ୍ କମିନ୍ସଙ୍କ ଶାଣିତ ବୋଲିଂ ବଳରେ ସନରାଇଜର୍ସ ହାଇଦ୍ରାବାଦ ୪୨ ରନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ହରାଇଛି । ଏକଦା ୧୭୩ ରନରେ ୩ ୱିକେଟ୍ ହରାଇଥିବା ବେଙ୍ଗାଲୁରୁ ନିମ୍ନ କ୍ରମରେ ବ୍ୟାଟିଂ ବିପର୍ଯ୍ୟୟ ଭୋଗି ୧୮୯ ରନରେ ଅଲଆଉଟ୍…

ଦିଲ୍ଲୀ NCRରେ 2ଜଣ କରୋନା ସଂକ୍ରମିତ ଚିହ୍ନଟ

ଦିଲ୍ଲୀ NCRରେ ଆରମ୍ଭ ହେଲା କରୋନା ସଂକ୍ରମଣ । ଗୁରୁଗ୍ରାମର ସାଇବର ସିଟିରେ ଦୁଇ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଆଇସୋଲେସନରେ ରଖାଯାଇଛି। 2 ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମୁମ୍ବାଇରୁ ଗୁରୁଗ୍ରାମ ଆସିଥିଲେ। ଏସିଆ ମହାଦେଶର କେତେକ ଦେଶରେ ଗତ କିଛି ମାସ ହେଲା…

ମୁମ୍ବାଇରେ ୨ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ

ଭାରତକୁ ପୁଣି ଫେରିଲା କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ମୁମ୍ବାଇ ପରେଲରେ ଥିବା BMC ପରିଚାଳିତ KEM ହସ୍ପିଟାଲରେ ଏହି ଦୁଇଟି ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରୁ ଜଣେ କ୍ୟାନସରରେ ପୀଡ଼ିତ ଥିବାବେଳେ ଅନ୍ୟ ଜଣଙ୍କର କିଡ୍‌ନୀ ସମସ୍ୟା…

ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷାକର୍ମୀଙ୍କୁ ଦିଲ୍ଲୀ ଏମସରେ ଭେଟିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ

କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଦିଲ୍ଲୀର ଏମସ୍‍ ଟ୍ରମା ସେଣ୍ଟର ପରିଦର୍ଶନ କରିଛନ୍ତି ଏବଂ ଛତିଶଗଡ଼ ଓ ତେଲଙ୍ଗାନା ସୀମାରେ ଥିବା କାରେଗୁଟ୍ଟା ପାହାଡ଼ରେ ୩୧ ଜଣ ନକ୍ସଲଙ୍କ ହତ୍ୟା କରାଯାଇଥିବା ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷା କର୍ମୀଙ୍କୁ…

ଓୟୋ ହୋଟେଲ ଛାତରୁ ତଳକୁ ଡେଇଁଲେ କାହିଁକି ଯୁବତୀ

ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଜଣେ ଯୁବତୀ ଓୟୋ ହୋଟେଲ ଛାତରୁ ପଡ଼ିଯାଇ ମୃତ୍ୟୁ ଘଟିଛି । ତାଙ୍କ ପ୍ରେମିକ ତାଙ୍କୁ ଠେଲିଦେଇ ଥବା ଝିଅର ମା ଅଭିଯୋଗ କରିଛନ୍ତି ।  ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା…

ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ, ପଇ ବିନ୍ଧ ଅନୁକୂଳ ପୂଜା ସମ୍ପନ୍ନ

ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ। ତିନି ରଥର ନାହାକା ଚକ ପ୍ରସ୍ତୁତ ପାଇଁ ପଇ ବିନ୍ଧ ଅନୁକୂଳ ପୂଜା ତିନି ରଥ ମୁଖ୍ୟ ମହାରଣାଙ୍କ ଦ୍ୱାରା ସମ୍ପନ୍ନ ହୋଇଛି। ପରେ ତିନି ରଥ ସାଥୀ ମହାରଣା ସେବକମାନେ ପଇ ବିନ୍ଧ କାର୍ଯ୍ୟ ଆରମ୍ଭ କରିଥିଲେ। ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ…

ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଚର୍ମ କର୍କଟ ଏକ ଚିନ୍ତାର ବିଷୟ ହୋଇ ରହିଛି

ଚିକିତ୍ସା ଅପେକ୍ଷା ପ୍ରତିଷେଧକ ଶ୍ରେୟସ୍କର’ ପ୍ରବାଦଟି ଚର୍ମ କର୍କଟ ବିଷୟରେ ବିଚାର କରିବା ବେଳେ ଖୁବ୍‌ ପ୍ରାସଙ୍ଗିକ। ଚର୍ମ କର୍କଟ ସାଧାରଣତଃ ଚର୍ମର ତନ୍ତୁ ମଧ୍ୟରେ ମାଲିଗ୍ନାଣ୍ଟ୍‌ କୋଷଗୁଡ଼ିକର ଅସ୍ୱାଭାବିକ ବୃଦ୍ଧି ଦ୍ୱାରା ହୋଇଥାଏ। ଯଦିଓ ଏହା ପ୍ରାୟତଃ ସୂର୍ଯ୍ୟକିରଣ ସହିତ ଜଡ଼ିତ,…

କରାଚୀ ନିକଟସ୍ଥ ଆରବ ସାଗରରେ ନୌସେନା ୩୬ଟି ଯୁଦ୍ଧଜାହାଜ ସହିତ ପ୍ରସ୍ତୁତ ହୋଇଥିଲା, ଖାଲି ଅର୍ଡ଼ର ଅପେକ୍ଷା ଥିଲା…

୨୨ ଏପ୍ରିଲ୍ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ଅପରେସନ୍ ସିନ୍ଦୂର କରିଥିଲା ​​ଏବଂ ପାକିସ୍ତାନରେ ଏପରି ଧ୍ୱଂସ ଘଟାଇଥିଲା ଯେ ଏହା ଏବେ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଅପରେସନ୍ ଭାରତୀୟ ସେନା ପାଇଁ ଏକ ମାଇଲଖୁଣ୍ଟ ପ୍ରମାଣିତ…