Browsing Tag

#india

ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ

ରାଜ୍ୟ କ୍ୟାବିନେଟର ୨୯ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍‌ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ‌ବୈଠକ ପରେ…

ବିହାରରେ  ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ…

ସବୁ ଦଳ ଓ ମେଣ୍ଟଙ୍କ ଜୋରଦାର କସରତ୍ । ବିହାରରେ  ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛନ୍ତି । ଏନଡିଏ ଓ ମହାଗଠବନ୍ଧନ ମଧ୍ୟରେ ପ୍ରଚାରର ମହାଭାରତ ଯୁଦ୍ଧ ଲାଗିଯାଇଛି । ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଖଗଡ଼ିଆ, ମୁଙ୍ଗେର ଓ ନାଳନ୍ଦାରେ…

ଅଷ୍ଟ୍ରେଲିଆକୁ ୯ ୱିକେଟରେ ପରାସ୍ତ କରିଛି ଭାରତ

ଭାରତର ଦୁଇ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା (Rohit sharma) ଓ ବିରାଟ କୋହଲି(Virat Kohli)ଙ୍କ ଦମଦାର ଇନିଂସ ବଳରେ ୩ୟ ଦିନିକିଆରେ ଅଷ୍ଟ୍ରେଲିଆକୁ ୯ ୱିକେଟରେ ପରାସ୍ତ କରିଛି ଭାରତ । ରୋହିତ ଏକ ବିସ୍ଫୋରକ ଶତକ ଅର୍ଜନ କରିଥିବାବେଳେ ବିରାଟ ୭୪ ରନର ପାଳି ଖେଳିଥିଲେ । ତେବେ ପ୍ରଥମ…

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର । ମୁକାବିଲା ପାଇଁ ପୂରା ପ୍ରସ୍ତୁତ ସରକାର । ରାଜୀବ ଭବନରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । କେମିତି ବାତ୍ୟା ମୋନ୍ଥାକୁ…

ଅନୁଭବ ମହାନ୍ତିଙ୍କ ଅଭିନୀତ ସୁପରହିଟ୍ ଫିଲ୍ମ ‘କର୍ମ’ ଓଟିଟି ମଞ୍ଚ ‘ଆଓ ନେକ୍ସଟ୍‌’ରେ ରିଲିଜ ହୋଇଛି

ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ତଥା ଅନୁଭବ ମହାନ୍ତିଙ୍କ ଅଭିନୀତ ସୁପରହିଟ୍ ଫିଲ୍ମ ‘କର୍ମ’ ଓଟିଟି ମଞ୍ଚ ‘ଆଓ ନେକ୍ସଟ୍‌’ରେ ରିଲିଜ ହୋଇଛି। ୨୦୨୪ ପୂଜାରେ ମୁକ୍ତିଲାଭ କରିଥିବା ଏହି ଫିଲ୍ମରେ ଅନୁଭବ ମୁଖ୍ୟ ଚରିତ୍ରରେ ନଜର ଆସିଥିବା ବେଳେ ତାଙ୍କ ବିପକ୍ଷରେ ଥିଲେ ସୂର୍ଯ୍ୟମୟୀ।…

ପାକିସ୍ତାନରେ ଟମାଟୋ ଦର ଆକାଶଛୁଆଁ, କିଲୋ ୬୦୦ ଟଙ୍କା

ପାକିସ୍ତାନରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ଆଫ୍‌ଗାନିସ୍ତାନ ସହିତ ପାକିସ୍ତାନର ସଂଘର୍ଷ ଫଳରେ ଏହି ଦେଶଦ୍ବୟର ସୀମାରେ ଦୁଇଟି ପ୍ରମୁଖ ଫାଟକ ଯଥା ଟୋର୍କହାମ ଏବଂ ଚମନ ବନ୍ଦ ରହିଛି। ଏଥିଯୋଗୁ ପାକିସ୍ତାନକୁ ଟମାଟୋ ଆମଦାନି ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବ ଦର ଉପରେ ପଡ଼ିଛି।…

ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ  କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ,…

ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଦିନିକିଆ, ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ଆଜି ଭାରତ-ଅଷ୍ଟ୍ରେଲିଆ ତୃତୀୟ ତଥା ଶେଷ ଦିନିକିଆ। ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ । ସକାଳ ୯ଟାରୁ ମ୍ୟାଚ୍ ଖେଳାଯିବ। ଶେଷ ଦିନିକିଆ ଜିତି ସମ୍ମାନ ବଜାୟ ଲକ୍ଷ୍ୟରେ ଭାରତ ଖେଳିବ । ୩ ମ୍ୟାଚ୍ ବିଶିଷ୍ଟ ସିରିଜକୁ ଅଷ୍ଟ୍ରେଲିଆ ୨-୦ରେ କବଜା କରିଛି ।…

ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍‌ ଟାଇଫସ୍‌ ଉଦ୍‌ବେଗଜନକ , ୨ ମୃତ ୧୫୬୪ ଜଣ ସଂକ୍ରମିତ

ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍‌ ଟାଇଫସ୍‌ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଜିଲ୍ଲାର ବଡ଼ଗାଁ ଓ ରାଉରକେଲା ଅଞ୍ଚଳର ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚଳିତବର୍ଷ ୧୦ ମାସ ମଧ୍ୟରେ ୧୫୬୪ ଜଣ ସଂକ୍ରମିତ ଚିହ୍ନଟ ହେଲେଣି। ଜାନୁଆରିରୁ ଅକ୍ଟୋବର ୨୨ ତାରିଖ ସୁଦ୍ଧା ୭୩୫୮ଟି ନମୁନା ପରୀକ୍ଷା…

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ନେବ ଅବପାତର ରୂପ

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜ ନେବ ଅବପାତର ରୂପ । ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନିଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ…