ନୂଆପଡା ବିଧାନସଭା ଉପ ନିର୍ବାଚନ, ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର
ସରିଲା ନାମାଙ୍କନ, ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ…