ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି, କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼
ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି। ହବିଷ୍ୟାଳି ତଥା କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼ ଜମିବ। ତା’ ଛଡ଼ା ଶ୍ରୀମନ୍ଦିରରେ ନୀତି ମଧ୍ୟ ଅଧିକ ରହିବ। ହେଲେ ନାଟମଣ୍ଡପକୁ ଖାଲି କରିପାରିଲାନି ଶ୍ରୀମନ୍ଦିର ପ୍ରଶାସନ। ନାମଣ୍ଡପ ସାରା ଆଲମାରି, ଗରା,…