ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ମୁମ୍ବାଇ ଆକ୍ରମଣ ପରେ କଂଗ୍ରେସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିଲା ଓ ଆତ୍ମସମର୍ପଣ କରିଦଇଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ନଭି ମୁମ୍ବାଇ ଏୟାରପୋର୍ଟର ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଏବଂ ପୂର୍ବତନ ଗୃହମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ତୀବ୍ର…