Browsing Tag

#india

ସୁନା ଲକ୍ଷେ ୧୦ ହଜାର ଟପିଲା

ସୁନା ଦର ପ୍ରତିଦିନ ନୂଆ ରେକର୍ଡ ସ୍ତର ଅତିକ୍ରମ କରୁଛି। ସୋମବାର ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୧୨୫୦ ଟଙ୍କା ବୃଦ୍ଧି ପାଇ ୧,୧୦,୭୦୦ ଟଙ୍କା ହୋଇଛି। ସେହି ସମୟରେ ୨୪ କ୍ୟାରେଟ୍ ସୁନା ଦର ୧୩୭୦ ଟଙ୍କା ବୃଦ୍ଧି ପାଇ ୧,୨୦,୭୭୦ ଟଙ୍କାରେ ପହଞ୍ଚିଛି। ଆଜି ରୁପା…

କେଜରିୱାଲଙ୍କୁ ମିଳିଲା ସରକାରୀ କ୍ବାର୍ଟର

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଛାଡିବାର ପ୍ରାୟ ଗୋଟିଏ ବର୍ଷ ପରେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କୁ ଦିଲ୍ଲୀରେ ଏକ ସରକାରୀ ବଙ୍ଗଳା ଦିଆଯାଇଛି। କେଜ୍ରିୱାଲ୍‌ ନିଜକୁ ଏକ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ବୋଲି ଦର୍ଶାଇ ଉପଯୁକ୍ତ ବାସଗୃହ ପାଇଁ…

୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ

୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ କରାଯାଇଛି । ରବିବାର ରାତିରୁ କଟକଣା ଲାଗୁ ହୋଇଥିବା ବେଳେ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ଥିଲା କର୍ଫ୍ୟୁ କଟକଣା। ୧୦ଟା ପୂର୍ବରୁ ପୁଲିସ ପକ୍ଷରୁ କଟକଣା ନେଇ କୌଣସି ସୂଚନା ନଆସିବା ପରେ କର୍ଫ୍ୟୁ କୋହଳ କରାଯାଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ…

ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଇଓଡବ୍ଲୁ ର ଜେରା

ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ମୁମ୍ବାଇ ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ପ୍ରାୟ ପାଞ୍ଚ ଘଣ୍ଟା ଧରି ପଚରାଉଚରା କରିଛି। ରିପୋର୍ଟ ଅନୁଯାୟୀ, ଜଣେ ବ୍ୟବସାୟୀଙ୍କ ସହିତ ଜଡିତ ୬୦ କୋଟି ଟଙ୍କାର ଠକେଇ ମାମଲାକୁ ନେଇ ଇଓଡବ୍ଲୁ ଏହି ପଚରାଉଚରା କରିଥିବା ଜଣାପଡ଼ିଛି।…

ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଓଡ଼ିଶା ଉପରେ ଏବେ ସେମିତି କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ତେବେ ଲଘୁଚାପ ଯୋଗୁଁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରାଦୀପରେ ରାଜ୍ୟର ସର୍ବାଧିକ…

ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି, କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼

ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେଉଛି କାର୍ତ୍ତିକ ନୀତି। ହବିଷ୍ୟାଳି ତଥା କାର୍ତ୍ତିକ ବ୍ରତଧାରୀଙ୍କର ଶ୍ରୀମନ୍ଦିରରେ ଭିଡ଼ ଜମିବ। ତା’ ଛଡ଼ା ଶ୍ରୀମନ୍ଦିରରେ ନୀତି ମଧ୍ୟ ଅଧିକ ରହିବ। ହେଲେ ନାଟମଣ୍ଡପକୁ ଖାଲି କରିପାରିଲାନି ଶ୍ରୀମନ୍ଦିର ପ୍ରଶାସନ। ନାମଣ୍ଡପ ସାରା ଆଲମାରି, ଗରା,…

ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ

ବ୍ରହ୍ମପୁରରେ ଗୁଳିମାଡ଼ର ଶିକାର ହୋଇଛନ୍ତି ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼…

ଆଜିର ରାଶିଫଳ

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି। ପରିସ୍ଥିତିରେ ପଡ଼ି ଦୈନିକ ମୂଲ୍ୟବୋଧର ଅଧପତନ ଘଟାଇ ପାରନ୍ତି। ନିକୃଷ୍ଟ ସଙ୍ଗ ପରିତ୍ୟାଗ ଲାଭଦାୟକ ହେବ। ସୁସ୍ଥ, ନିରାମୟ ରହିବେ। ବୃଷ: ନିଜ ପ୍ରତି କଠୋର ଓ ଅନ୍ୟ ପ୍ରତି କୋମଳ ମନୋଭାବର ହୋଇପାରନ୍ତି। ସେବାକୁ…

ପିଲାଙ୍କୁ କଫ ସିରପ ନ ଦେବା ଲାଗି ପରାମର୍ଶ

ମଧ୍ୟପ୍ରଦେଶରେ କଫ୍ ସିରପ୍ ଖାଇ ଶିଶୁ ମୃତ୍ୟୁ ଘଟଣା ସାମ୍ନାକୁ ଆସିବା ପରେ ଆକ୍ସନ ମୋଡରେ କେନ୍ଦ୍ର ଓ ରାଜ୍ୟ ସରକାର। ତାମିଲନାଡୁରୁ ଓଡ଼ିଶା ସହ ୪ଟି ରାଜ୍ୟକୁ ଆସିଥିଲା ଏହି ଘାତକ ‘କୋଲଡ୍ରିଫ’ କଫ୍ ସିରପ୍। ମଧ୍ୟପ୍ରଦେଶ ଘଟଣା ପରେ କେନ୍ଦ୍ର ସରକାର ସତର୍କତା ମୂଳକ ମାର୍ଗଦର୍ଶିକା ଜାରି…

ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ଏନେଇ ଦୁର୍ଗାମେଢ଼ ଗୁଡ଼ିକୁ ୩ ଗୋଟି ବର୍ଗରେ ବିଭକ୍ତ…