ଶ୍ରାବଣ ୩ୟ ସୋମବାରରେ ଅଘଟଣ, ଦଳାଚକଟାରେ 7 କାଉଡ଼ିଆଙ୍କ ମୃତ୍ୟୁ ଓ ଅନେକ ଆହତ
ଶ୍ରାବଣ ୩ୟ ସୋମବାରରେ ଉଜ୍ଜୈନ ମହାକାଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି । ଏଠାରେ ବର୍ଷକୁ ଥରେ ଖୋଲୁଥିବା ନାଗଚନ୍ଦ୍ରେଶ୍ବର ମନ୍ଦିରରେ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି । ଏହାରି ଭିତରେ ମନ୍ଦିର ପରିସରରେ ଦଳାଚକଟା ସ୍ଥିତି ଦେଖାଦେଇଛି । ହରସିଦ୍ଧି ମନ୍ଦିର…