Browsing Tag

#india

ଆଜି ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସିବ

କାଳ‌ବୈଶାଖୀ ପ୍ରଭାବରେ ଆସନ୍ତା ଚାରି ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତତଲା ତାଉଆରେ ଭାଜି ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିବ। ଅଧିକାଂଶ ସହରର ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ତଳକୁ ଖସି ଆସିବ। ଉପକୂଳ ଓଡ଼ିଶାରେ ମଧ୍ୟ ୩୨ରୁ ୩୫…

ଜାଣନ୍ତୁ ଆଜିର ରାଶିଫଳ

ମେଷ:-ବ୍ୟବସାୟରେ ସାହସର ସହିତ କାମ କରନ୍ତୁ ସଫଳତା ନିଶ୍ଚୟ ପାଇବେ। ଜୀବନସାଥୀଙ୍କୁ ନିଜର ଅଶାନ୍ତି ଜଣାନ୍ତୁ ମନକୁ ଶାନ୍ତି ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ସୁଯୋଗ ମିଳିବ। ବୃଷ:-ଲେଖକଙ୍କ ବିଚାରର ସମ୍ମାନ ହେବ। ଘରର ବାତାବରଣ ଭଲ ରହିବ। ଅବିବାହିତଙ୍କର ଘରେ ବିବାହ…

ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ପ୍ରବଳ ଖରା ଓ ଗରମରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆସନ୍ତା ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ମଧ୍ୟ ହେବ। ପଶ୍ଚିମ ଓ ଆଭ୍ୟନ୍ତରୀଣ…

ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ…

କୌଣସି ସମୟରେ ପାକିସ୍ତାନ ଉପରେ ବଡ କାର୍ଯ୍ୟାନୁଷ୍ଠାନ କରିପାରେ ଭାରତ । କାରଣ ପ୍ରଧାନମନ୍ତ୍ରୀ ମୋଦୀ ଦେଇ ସାରିଛନ୍ତି ନିର୍ଦ୍ଦେଶ  ।  ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ  ।   କିଛି ସମୟ…

ଯେତିକି ଟଙ୍କାରେ କିଣା ହୋଇଛନ୍ତି ସେତିକି ଟଙ୍କାର ଖେଳ ବି ଖେଳୁ ନାହାନ୍ତି ରିଷଭ ପନ୍ତ

ଆଇପିଏଲରେ ଚାଲିଛି ଜୋରଦାର ଲଢେଇ । କିଏ ଯିବ ପ୍ଲେଅଫ ତାକୁ ନେଇ ଆରମ୍ଭ ହେଲାଣି ଅଙ୍କ କଷା । ଏହାରି ଭିତରେ ଲକ୍ଷ୍ନୌ ଟିମ ଆଉ ତାର କ୍ୟାପଟେନ୍ ବେଶ ଚର୍ଚ୍ଚାରେ ରହିଛନ୍ତି । କାରଣ ସବୁଠାରୁ ଅଧିକ ଟଙ୍କା ଦେଇ ଲକ୍ଷ୍ନୌ କିଣିଥିବା ଅଧିନାୟକ ଫ୍ଲପ ଶୋ ଦେଖାଉଛନ୍ତି । ଯେଉଁଥିପାଇଁ…

ଆୟୁଷ୍ମାନ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ । ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହେଲେ । ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ଯେପରି ବାଦ ନପଡନ୍ତି, ଯେପରି କୌଣସି ଅବହେଳା ନହୁଏ ସେନେଇ ତାଗିଦ୍ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ…

ଚୀନର ଲିଆଓନିଂରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି

ଚୀନର ଲିଆଓନିଂରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡରେ ଅତି କମରେ ୩ ଜଣ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ,…

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ । ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ । ଏନେଇ ଖର୍ଚ୍ଚ ହେବ ପ୍ରାୟ ୯୦ କୋଟି । ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ । ପିଲାମାନଙ୍କୁ…

ଲୋକଙ୍କୁ କାଶ୍ମୀର ବୁଲିବା ପାଇଁ ଆସିବାକୁ ଅପିଲ୍ କଲେ ଅଭିନେତା ଅତୁଲ୍ କୁଲକର୍ଣ୍ଣୀ

ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶ ସ୍ତବ୍ଧ ହୋଇଥିବା ବେଳେ ବଲିଉଡ୍ ଅଭିନେତା ଅତୁଲ୍ କୁଲକର୍ଣ୍ଣୀ କାଶ୍ମୀର ବୁଲିବାକୁ ଯାଇଛନ୍ତି । ଭୂସ୍ବର୍ଗ ବୋଲାଉଥିବା କାଶ୍ମୀରରେ ସେ ଅନେକ ଫଟୋ ଉଠାଇବା ସହ ସ୍ଥାନୀୟ ଲୋକଙ୍କ ସହ କଥା ହୋଇଛନ୍ତି । ଅଭିନେତା ଲୋକଙ୍କୁ କାଶ୍ମୀର ବୁଲିବା ପାଇଁ…

ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା ରହିଛନ୍ତି। ଜିଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଆତ୍ମସମର୍ପଣ କରିଛନ୍ତି।…