Browsing Tag

#india

ପୁଲିସ୍‌ ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ, ପ୍ରତି ପରୀକ୍ଷାର୍ଥୀ ପିଛା ୨୫ ଲକ୍ଷର ଡିଲ୍

ପୁଲିସ୍‌ ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ ଘଟଣାକୁ ନେଇା ସାରା ରାଜ୍ୟରେ ଚର୍ଚ୍ଚା । ଚାକିରି ପାଇଁ ବଡ଼ ଧରଣର କେଳେଙ୍କାରୀ ଉପରୁ ପର୍ଦ୍ଦା ଉଠାଇଛି କ୍ରାଇମ୍‌ବ୍ରାଞ୍ଚ । ଘଟଣାରେ ୧୧୭ ଜଣ ଗିରଫଦାରି ହୋଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ମଧ୍ୟରୁ ୧୧୪ ଜଣ ପରୀକ୍ଷାର୍ଥୀ…

ଆଜି ପୀଠେ ଦଶମୀ ଏବଂ ମଣ୍ଡପରେ ମହାନବମୀ

ଆଜି ପୀଠେ ଦଶମୀ ଏବଂ ମଣ୍ଡପରେ ମହାନବମୀ  । କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ସୃଷ୍ଟି ହୋଇଛି  ଭକ୍ତିମୟ ପରିବେଶ ।…

ଲଘୁଚାପ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା

ଆଗାମୀ ୧୨ଘଣ୍ଟାରେ ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ।…

ପୂଜା ପାଇଁ ଭୁବନେଶ୍ବରରେ ଅସମ୍ଭାଳ ଭିଡ଼ , ଟ୍ରାଫିକ ଜାମ୍ ଦେଖି ଲୋକେ ଘରୁ ବାହାରିବାକୁ କୁନ୍ଥୁକୁନ୍ଥୁ ଶ୍ରଦ୍ଧାଳୁ

ମାଆ ଆସିଛନ୍ତି ବୋଲି ସଜେଇ ହୋଇଛି ମନ୍ଦିରମାଳିନୀ ଭୁବନେଶ୍ବର । ସହରର ପ୍ରମୁଖ ଛକ ଛକରେ ବଡ଼ ବଡ଼ ପୂଜା ପେଣ୍ଡାଲ, ଆକାଶଛୁଆଁ ତୋରଣ । ରଙ୍ଗୀନ ଆଲୋକମାଳା ସହ ଭିନ୍ନ ଭିନ୍ନ ଥିମରେ ପେଣ୍ଡାଲ ନିର୍ମାଣ କରିଛନ୍ତି ବିଭିନ୍ନ ପୂଜା କମିଟି । ଖାଲି କଣ ପେଣ୍ଡାଲ,ମୀନା ବଜାର, ଦୋଳି ସହ ବିଭିନ୍ନ…

ଗୋଟିଏ ଫିଲ୍ମ ପାଇଁ ୨୦୦ କୋଟି ଟଙ୍କା ନେଇ ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି ବିଜୟ

ଥାଲାପତି ବିଜୟ ଭାରତରେ ଗୋଟିଏ ଫିଲ୍ମ ପାଇଁ ୨୦୦ କୋଟି ଟଙ୍କା ନେଇ ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ବଲିଉଡର ସବୁଠାରୁ ବଡ ତାରକାମାନଙ୍କୁ ମଧ୍ୟ ପଛରେ ପକାଇ ଦେଇଛି। ଏହି ଅଭିନେତା ତାଙ୍କର ପ୍ରତିଭା ଏବଂ ଲୋକପ୍ରିୟତା ମାଧ୍ୟମରେ ଏହି ସଫଳତା ହାସଲ କରିଛନ୍ତି। ସେ ଲକ୍ଷ ଲକ୍ଷ…

ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା

ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା । ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି । ତେବେ ପୁଲିସ୍…

ଆସିଲା ବିହାରର ଚୂଡ଼ାନ୍ତ ଭୋଟର ତାଲିକା

ବିହାରରେ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ସମାପ୍ତ ହେବା ପରେ ଚୂଡ଼ାନ୍ତ ଭୋଟର କାଲିକା ପ୍ରକାଶ ପାଇଛି । ତାଲିକାରେ ପ୍ରାୟ ୧୪ ଲକ୍ଷ ନୂଆ ଭୋଟର ଯୋଡ଼ାଯାଇଛନ୍ତି । ଭୋଟରମାନେ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଲିଙ୍କ୍…

ବିଦେଶୀ ଔଷଧ ପରେ ଏବେ ବିଦେଶୀ ସିନେମା ଉପରେ ଟାରିଫ ଲଗାଇବାକୁ ଧମକ ଦେଇଛନ୍ତି ଟ୍ରମ୍ପ

ପୁଣି ଟାରିଫ ଧମକ ଦେଲେ ଟ୍ରମ୍ପ । ବିଦେଶୀ ଔଷଧ ପରେ ଏବେ ବିଦେଶୀ ସିନେମା ଉପରେ ଟାରିଫ ଲଗାଇବାକୁ ଧମକ ଦେଇଛନ୍ତି । ଆମେରିକା ବାହାରେ ନିର୍ମାଣ ହେଉଥିବା ଫିଲ୍ମ ଉପରେ ଶତପ୍ରତିଶତ ଲଗାଇବାକୁ ଯାଉଛନ୍ତି । ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ ସୋସିଆଲ’ରେ ଏହି ସୂଚନା ଦେଇଛନ୍ତି ।…

ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍ । ଗୁଆହାଟୀରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ । ଦୁଇ ଆୟୋଜକ ଟିମ୍ ଭାରତ ଓ ଶ୍ରୀଲଙ୍କା ଆଜି ସାମ୍ନାସାମ୍ନି ହେବେ ।  ଏଥର ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ମହିଳା କ୍ରିକେଟ୍ ବିଶ୍ବକପକୁ ଆୟୋଜନ କରୁଛନ୍ତି  ।  ହରମନପ୍ରିତ୍ କୌରଙ୍କ…

ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ

ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ ।  କଟକ, ଭୁବନେଶ୍ବର, ବାଲେଶ୍ବର,  ରାଉରକେଲା,  ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ ।  ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ।  ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ  ।  …