ଭୁବନେଶ୍ୱରରେ ୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟ…
ଭୁବନେଶ୍ୱରର ବିଜେବି ନଗର ସ୍ଥିତ ନାଗେଶ୍ୱର ଟାଙ୍ଗିଠାରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ନିର୍ମାଣ ହେବାକୁ ଯାଉଛି। ରାଜ୍ୟରେ ଆୟୁର୍ବେଦିକ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି।…