ପୁରୀ ବ୍ଲୁ ଫ୍ଲାଗ ବିଚରେ ନୌସେନାର ପରାକ୍ରମକୁ ଭାରତ ସମେତ ପୂରା ବିଶ୍ବ ଦେଖୁଛି
ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ ପୂରା ବିଶ୍ବବାସୀ ନଜର ରଖିଛନ୍ତି। ଜଳଭାଗରେ ବମ୍…