ହିମାଚଳପ୍ରଦେଶ କୁଲୁ ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ, 6 ମୃତ 10 ରୁ ଅଧିକ ଆହତ
ହିମାଚଳପ୍ରଦେଶ କୁଲୁ ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ । ମଣିକର୍ଣ୍ଣ ଗୁରୁଦ୍ବାର ନିକଟରେ ମାଟି ଧସିଯିବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି । ତେବେ ମାଟି ଧସିବା ପରେ ଗଛ ଉପୁଡ଼ି ପଡ଼ିବାରୁ ୬ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକମାନଙ୍କ ପରିଚୟ ଜଣାପଡ଼ି…