ସୁପ୍ରମିକୋର୍ଟରେ ବିଚାରପତିଙ୍କୁ କରୋନା
ମେଟ୍ରୋ ଟିଭି ଓଡିଶା,୯/୧: କରୋନାର କାୟା ଚାରିଆଡେ ବ୍ୟାପି ଗଲାଣି ।ବର୍ତ୍ତମାନ ଦିଲ୍ଲୀର ସଂସଦ ଗୃହରେ ପହଞ୍ଚିସାରିଲାଣି କରୋନା । ସଂସଦ ଗୃହରେ ୪୦୦ ରୁ ଅଧିକ କର୍ମଚାରୀ ଏବଂ ସୁରକ୍ଷା କର୍ମୀ କରୋନା ପଜିଟିଭ ହୋଇଥିବା ବେଳେ ସୁପ୍ରମିକୋର୍ଟର ୪ ଜଣ ବିଚାରପତିଙ୍କୁ କରୋନା ଚିହ୍ନଟ!-->!-->!-->…