ବଜାରକୁ ଆସିବ କ୍ୟାନସର୍ ଭ୍ୟାକ୍ସିନ
ଆଜି ସମଗ୍ର ବିଶ୍ୱ କର୍କଟ ଭଳି ଗମ୍ଭୀର ରୋଗରେ ପୀଡିତ। ଏଭଳି ପରିସ୍ଥିତିରେ ରୁଷିଆ ଏକ ଦାବି କରିଛି, ଯାହା ସମଗ୍ର ବିଶ୍ୱ ପାଇଁ ଆଶ୍ୱସ୍ତି ଆଣିଦେଇଛି। ରୁଷିଆ କହିଛି ଯେ, ଆମେ ଏକ କ୍ୟାନ୍ସର୍ ଟିକା ପ୍ରସ୍ତୁତ କରିଛୁ, ଯାହା ୨୦୨୫ରୁ ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ।