ବିରାଟ୍ ଓ ଗମ୍ଭୀରଙ୍କ ବାକ୍-ଯୁଦ୍ଧ, ଦୁହିଁଙ୍କ ଶତପ୍ରତିଶତ ମ୍ୟାଚ୍-ଫି କଟିଲା
ଲକ୍ଷ୍ନୌ : ବିରାଟ୍ ଓ ଗମ୍ଭୀରଙ୍କ ବାକ୍-ଯୁଦ୍ଧ, ଦୁହିଁଙ୍କ ଶତପ୍ରତିଶତ ମ୍ୟାଚ୍-ଫି କଟିଲା । ଲକ୍ଷ୍ନୌ –ବାଙ୍ଗାଲୋର ଆଇପିଏଲ୍ ମ୍ୟାଚ ପରେ କୋହଲି ଓ ଗୌତମ ଗମ୍ଭୀରଙ୍କ ମଧ୍ୟରେ ଜୋରଦାର କଥା କଟାକଟି ହୋଇଥିଲା। ଏହି ମ୍ୟାଚରେ ଆରସିବି ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ହରାଇବା ପରେ…