Browsing Tag

israeli airstrike

ଗାଜାରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ରେ ୨୯ ଜଣଙ୍କ ମୃତ୍ୟୁ

ଇସ୍ରାଏଲୀ ସେନା ଗାଜାଷ୍ଟ୍ରିପ୍‌ରେ ବୋମାମାଡ଼ ଜାରି ରଖିଥିବାବେଳେ ଏଥିରେ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଗାଜା ଉତ୍ତର ଭାଗରେ ବିସ୍ଥାପିତ ଲୋକେ ଆଶ୍ରୟ ନେଇଥିବା ଏକ ଘର ଉପରେ ବୋମାମାଡ଼ ହେବାରୁ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ଜଣେ ମେଡିକାଲ ଅଫିସର କହିଛନ୍ତି।ଏହା ବ୍ୟତୀତ ଅନ୍ୟ…