ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ
ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳୁ ସକାଳୁ ହବିଷ୍ୟାଳି ମାନେ ତୀର୍ଥ ପୁଷ୍କରିଣୀ ସମେତ ସରକାରଙ୍କ ତରଫରୁ ହୋଇଥିବା 4ଟି ଅସ୍ଥାୟୀ ହବିଷ୍ୟାଳି ଶିବିରରେ…