କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ
ଭୁବନେଶ୍ବର: ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…