ଓଡିଶା ହାଇକୋର୍ଟରେ ନିଯୁକ୍ତି ପାଇବେ ୪ନୂଆ ବିଚାରପତି
ମେଟ୍ରୋ ଟିଭି ଓଡିଶା,୩୧/୧ : ଓଡିଶା ହାଇକୋର୍ଟରେ ନିଯୁକ୍ତି ପାଇପାରନ୍ତି ୪ ନୂଆ ବିଚାରପତି । ୪ ଜଣ ଆଇନଜୀବୀଙ୍କୁ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦିଆଯିବା ଲାଗି ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ୍ ରୁ ଅନୁମୋଦନ ମିଳିଛି । ଏହି ୪ଜଣ ଆଇନଜୀବୀ ହେଉଛନ୍ତି ଭି.ନରସିଂହ, ସଞ୍ଜୟ!-->…