ବିବାହ ବନ୍ଧନରେ ବାନ୍ଧି ହେଲେ କରିସ୍ମା ଓ ବରୁଣ
ମେଟ୍ରୋ ଟିଭି ଓଡିଶା,୬/୨ : ଲୋକପ୍ରିୟ ଟେଲି ଅଭିନେତ୍ରୀ କରିସ୍ମା ତନ୍ନା ଓ ବରୁଣ ବଙ୍ଗେରା ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଗତକାଲି ବିବାହ ସମ୍ପନ୍ନ ହେବା ପରେ ଦୁହେଁ ଦାମ୍ପତ୍ୟ ଜୀବନ ଆରମ୍ଭ କରିବେ । ସୋସିଆଲ୍ ମିଡିଆରେ ଏବେ ଦୁହିଁଙ୍କ ବିବାହ ଫଟୋ ଜୋରସୋରରେ ଭାଇରଲ୍!-->!-->!-->…