ଜାଭଲିନ ହିରୋ କିଶୋର ଜେନାଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କିଶୋର ଜେନାଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଥଲେଟଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଥଲେଟ କିଶୋର ଜେନାଙ୍କୁ ତାଙ୍କ ସଫଳତା ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ…