ରାମନବମୀ ହିଂସାର ଯାଞ୍ଚ କରିବ ଏନଆଇଏ
କୋଲକାତା: ପଶ୍ଚିମବଂଗରେ ଗତ ନିର୍ବାଚନଠାରୁ ହିଂସା ଥମିବାର ନା ଧରୁନାହିଁ । ତେବେ ରାମନବମୀ ଦିନ ହୋଇଥିବା ହିଂସାର ଯାଞ୍ଚ ପାଇଁ ହାଇକୋର୍ଟ ଏନଆଇଏ କୁ ନିର୍ଦେଶ ଦେଇଛନ୍ତି । ପଶ୍ଚିମବଙ୍ଗ ହାଓ୍ବଡାରେ ରାମନବମୀ ସମାରୋହ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଟେକା ପଥର…