ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ
କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍ଇଆର୍ ରୁଜୁ ହୋଇଥିବା ନେଇ ଉଠାଇଲେ ପ୍ରଶ୍ନ। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ'ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି। ତଦନ୍ତ କେତେ ଦୂର ପହଞ୍ଚିଛି ବୋଲି କୋର୍ଟ ସିବିଆଇ…