Browsing Tag

Konark

ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍‌

ଡିସେମ୍ବର ୧୫ରୁ କୋଣାର୍କ ମେରାଇନ ରୋଡ୍‌ ସଂଲଗ୍ନ ବେଳାଭୂମିରେ ଆରମ୍ଭ ହେବ ଇକୋ ରିଟ୍ରିଟ୍‌। ବିଳାସପୂର୍ଣ୍ଣ ଟେଣ୍ଟରେ ତାରକା ହୋଟେଲର ଅନୁଭବ ନେବେ ପର୍ଯ୍ୟଟକ। ଜଳକ୍ରୀଡ଼ା, ବିଚ୍‌ ସ୍ପୋର୍ଟସ ତଥା ବେଳାଭୂମି କ୍ରୀଡ଼ା, ଇନ୍‌ଡୋର ଗେମ୍‌ ଏବଂ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଅବକାଶ ପାଇବେ…