ଆଜି ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ
ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ବିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଉତ୍ତରପ୍ରଦେଶର ମୁଗଲସରାୟରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ। ପିଲାଟି ବେଳୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ।…