Browsing Tag

lalu-yadav-tejashwi-yadav

କେତେ ଟଙ୍କାରେ କୋର୍ଟ ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ଦେଲେ ଜାମିନ?

ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ କୋର୍ଟ ସୋମବାର ଦିନ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ ଜାମିନ ପ୍ରଦାନ କରିଛନ୍ତି।ସ୍ୱତନ୍ତ୍ର ଜଜ୍ ବିଶାଲ ଗୋଗେନ୍…