ଆଜି ପ୍ରକାଶ ପାଇବ ମାଟିକ୍ ପରୀକ୍ଷା ଫଳ
ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟିକ୍ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ ଅପରାହ୍ନ ୧ଟାରେ ମାଟ୍ରିକ୍ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିବେ । ବୋର୍ଡ ୱେବସାଇଟ୍ରୁ!-->!-->!-->!-->!-->…