ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ୮୬୯.୮ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଞ୍ଜୁରି
ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ବାଦଶ ସିଙ୍ଗଲ ୱିଣ୍ଡୋ କମିଟି ବୈଠକରେ ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ୮୬୯.୮ କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି। ବୈଠକରୁ ଜଣାପଡ଼ିଛି…