ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଋକ୍ମିଣୀ ହରଣ ନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ । ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ କରାଯିବାର ପରମ୍ପରା ରହିଆସିଛି । ନୀତିକାନ୍ତି…