ଆମେ ସରକାରଙ୍କ ଗୁଣ୍ଡାଗିରି ନେଇ ଭୟଭୀତ ହେବୁ ନାହିଁ -କଂଗ୍ରେସ
ଫକୀର ମୋହନ ସ୍ୱୟଂଶାସିତ କଲେଜର ଜଣେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଓଡ଼ିଶା ବନ୍ଦ ପାଳନ କରୁଥିବା ୮ଟି ରାଜନୈତିକ ଦଳର ନେତା ଏବଂ କର୍ମୀଙ୍କୁ ପୁଲିସ ଟେକି ନେଇ ଭ୍ୟାନ୍ରେ ବସାଇ ଅଟକ ରଖିଛି। ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁଙ୍କ ସମେତ ବିରୋଧୀ ନେତା…