ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ ,୧୫ ମୃତ
ପାକିସ୍ତାନରେ ବଡ଼ ଧରଣର ବିସ୍ପୋରଣ । ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ପାକିସ୍ତାନ ପଞ୍ଜାବ ପ୍ରଦେଶର ଫୈସଲାବାଦରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏଥିରେ ଅତି କମରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବିସ୍ଫୋରଣ ଫଳରେ କୋଠା ଭୁଶୁଡ଼ି ପଡ଼ିଛି । ଆହତଙ୍କୁ ଡାକ୍ତରଖାନାରେ…