ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦୁଇଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଜୁଲାଇ ୧୫ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଆଜି ଅପରାହ୍ଣ ସାଢ଼େ ୪ଟାରେ ରାଷ୍ଟ୍ରପତି ଶ୍ରୀମତୀ…