ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା , ଏମ୍ସରେ ଜୀବନମରଣ ସହ ସଂଘର୍ଷ କରୁଛନ୍ତି ଛାତ୍ରୀ
ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ହୃଦୟ ବିଦାରକ ଘଟଣା । ଜଣେ ସହକାରୀ ପ୍ରଫେସରଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଆସୁଥିବା ଛାତ୍ରୀ ମହାବିଦ୍ୟାଳୟ କ୍ୟାମ୍ପସ୍ରେ ଆତ୍ମାହୁତି ଉଦ୍ୟମ କରିଛନ୍ତି । ପୀଡ଼ିତା ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଛି । ବର୍ତ୍ତମାନ…