ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ , ୬ ତାରିଖ ଯାଏ ଏହିଭଳି ବର୍ଷା ଜାରିରହିବ
ଗତକାଲି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର୍ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଯାଇଛି। ବୁଧବାର ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା…