ଘରେ ବନାନ୍ତୁ ଲିପବାମ୍
ଶୀତ ଦିନରେ ସବୁଠାରୁ ସାଧାରଣ ସମସ୍ୟା ହେଉଛି ଓଠ ଫାଟିବା, କଳା ପଡ଼ିଯିବା ଏବଂ ଶୁଷ୍କ ହୋଇଯିବା। ଶୀତ ଋତୁରେ ବୋହୁଥିବା ଥଣ୍ଡା ପବନ ଚର୍ମର ଆର୍ଦ୍ରତା ହ୍ରାସ କରିଥାଏ, ଯାହା ଫଳରେ ଚର୍ମ ଶୁଷ୍କ ହୋଇଯାଏ। ଏହି ଶୁଷ୍କତା ବେଳେବେଳେ ଓଠକୁ କଳା ମଧ୍ୟ କରିଦିଏ। ତେବେ ହେଉଥିବା ଏସବୁ ସମସ୍ୟାର…