Browsing Tag

#metro tv

ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ରସୁଣ ଓ ତେନ୍ତୁଳିରେ ତିଆରି  ରସମ

ଆଜିକାଲି ସମୟରେ ପ୍ରତିଦିନ ନୂଆ ରୋଗ ବାହାରୁଥିବାରୁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି ଲୋକେ। ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହିତ ସୁଖାଦ୍ୟ ଖାଇବା ହେଉଛି ଅନ୍ୟତମ ଉପାୟ, ଯାହା ଫଳରେ ନିଜକୁ ନିରୋଗ ରଖିହେବ। ଏହି ସମୟରେ ଆପଣ ରସୁଣ ଓ…

ରାଜ୍ୟରେ ମୌସୁମୀ ବର୍ଷା ସକ୍ରିୟ

ଲଘୁଚାପର ପ୍ରଭାବ କମି ଆସିଥିବା ବେଳେ ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଫଳରେ ଦିନରେ ଖରା ଓ ସନ୍ଧ୍ୟା ବେଳକୁ କିଛି କିଛି ସ୍ଥାନରେ ବର୍ଷା ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଏହିଭଳି ମୌସୁମୀ ବର୍ଷା ଦେଖିବାକୁ ମିଳୁଛି। ଆସନ୍ତାକାଲି କେନ୍ଦୁଝର ,…

ବୁଲେଟ ଟ୍ରେନରେ ବୁଲିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ସହ ଟୋକିଓରୁ ସେଣ୍ଡାଇ ବୁଲେଟ ଟ୍ରେନରେ ଯାତ୍ରା କରିଥିଲେ। ଉଭୟ ନେତା ସୋସିଆଲ ମିଡିଆରେ ସେମାନଙ୍କ ଯାତ୍ରାର ଫଟୋ ଶେୟାର କରିଥିଲେ। ଜାପାନ ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ…

ଚାଇନା ମାଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର  SCO ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ। ଜାପାନ ଗସ୍ତ ଶେଷ କରିବା ପରେ…

ମୃତ ୧୧ ଜଣ ପ୍ରଶଂସକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କଲା ଆରସିବି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଶନିବାର ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛି। ଟ୍ରଫି ଜିତିବା ପରେ ଖୁସି ମନାଇବା ପା‌ଇଁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଏବେ ବଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ସମୟରେ…

ଓଲିଉଡ୍‌ ଚଳଚ୍ଚିତ୍ର ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ

ଓଲିଉଡ୍‌ର ଆଗଧାଡ଼ିର ପ୍ରଯୋଜକ କୁମାର ପ୍ରୀତମ୍ ସାହୁଙ୍କ ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ ହୋଇଛି। ୨୦୨୩ରେ ମୁକ୍ତିଲାଭ କରିଥିବା ‘କଟକ ଶେଷରୁ ଆରମ୍ଭ’ର ଏହା ସିକ୍ବେଲ୍ ବୋଲି କୁହାଯାଇଛି। ସୁଧାଂଶୁ ମୋହନ ସାହୁଙ୍କ ନିର୍ଦ୍ଦେଶିତ ଏହି ସିନେମାର ପ୍ରଥମ…

ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି

ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟାହ୍ନରେ ରାଜଭବନଯାଇଛନ୍ତି। ରାଜ୍ୟପାଳଙ୍କ ନିମନ୍ତ୍ରଣ ଅନୁସାରେ ରାଜଭବନ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଗସ୍ତରେ ଆସିଥିଲେଲୋକ ସଭା ବାଚସ୍ପତି ଓମ ର୍ବିଲା। ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି…

ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାଇଥିବା ୫୦% ଶୁଳ୍କ ପ୍ରଭାବରେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି। ଅର୍ଥାତ୍‌ ଗୋଟିଏ ଡଲାର କିଣିବା ଲାଗି ଭାରତୀୟ ମୁଦ୍ରାରେ ୮୮ ଟଙ୍କାରୁ ଅଧିକ ଗଣିବାକୁ ପଡ଼ୁଛି। ଏହା ଆମଦାନୀକାରୀ ଏବଂ…

ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା

ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ

ଭାରତରେ ଜୀବନକାଳ ଭିତରେ କର୍କଟ ରୋଗ ହେବାର ଆଶଙ୍କା ପ୍ରାୟ ୧୧ ପ୍ରତିଶତ ରହିଛି । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ଏକ ନୂତନ ଅଧ୍ୟୟନ ଅନୁଯାୟୀ ମିଜୋରାମରେ ଏହି ବିପଦ ପ୍ରାୟ ଦୁଇଗୁଣ- ପୁରୁଷଙ୍କ ପାଇଁ ୨୧.୧ ପ୍ରତିଶତ ଓ ମହିଳାଙ୍କ ପାଇଁ ୧୮.୯ ପ୍ରତିଶତ । ବଡ଼…