ପ୍ରତିଶୋଧ” ନେବାକୁ ଚାହୁଁଥିଲେ ଆତଙ୍କବାଦୀ ?
ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ରେ ହୋଇଥିବା ବିସ୍ଫୋରଣର ତଦନ୍ତରୁ ଅତି ଭୟାନକ ତଥ୍ୟ ସାମନାକୁ ଆସିଛି। ପୁଲିସ ସୂତ୍ର ଅନୁସାରେ, ୨୦୨୫ ଜାନୁଆରିରୁ ଏହି ଆତଙ୍କବାଦୀ ଷଡ୍ଯନ୍ତ୍ର ରଚାଯାଉଥିଲା। ଡିସେମ୍ବର ୬ତାରିଖଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ୧୯୯୨ ମସିହାର…