Browsing Tag

#metro tv

ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା, ଆଜି ନୁହେଁ କାଲି ସରିବ

ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା ।  ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍‌ଯାପିତ ହେବ ।…

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍‌ ଆସନ୍ତାବର୍ଷ ‌‌ଫେବ୍ରୁଆରି ତୃତୀୟ ସପ୍ତାହରେ ଆଗତ କରାଯିବ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍‌ ଆସନ୍ତାବର୍ଷ ‌‌ଫେବ୍ରୁଆରି ତୃତୀୟ ସପ୍ତାହରେ ଆଗତ କରାଯିବ। ଅର୍ଥ ବିଭାଗ ପକ୍ଷରୁ ଆଜିଠାରୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଅର୍ଥ ବିଭାଗ ପକ୍ଷରୁ ବିଭିନ୍ନ ବିଭାଗକୁ ଦିଆଯାଇଥିବା ଚିଠିରେ କୁହାଯାଇଛି, ୨୦୨୬-୨୭ ପାଇଁ  ଆସନ୍ତା…

ଖସିଲା ପାରଦ ବଢିଲା ଶୀତ

ଆଜି ସକାଳେ ଘନ କୁହୁଡ଼ିର ଧଳା ଚାଦରରେ ଘୋଡ଼େଇ ହୋଇଥିଲା କୋରାପୁଟ ଓ ସୁନ୍ଦରଗଡ଼ ସହର । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ଥିଲା କୁହୁଡ଼ିର ଆସ୍ତରଣ । ଏପଟେ ଆଭ୍ୟନ୍ତରୀଣ  ଓ  ଦକ୍ଷିଣ ଉପକୂଳ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି କମିଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର…

ଆଜି ପ୍ରଥମାଷ୍ଟମୀ , ଘରେ ଘରେ ଏଣ୍ଡୁରୀ ପିଠା ମହକ

ଆଜି ପ୍ରଥମାଷ୍ଟମୀ । ଘରର ବଡ଼ ମାନେ ନୂଆ ବସ୍ତ୍ର ପିନ୍ଧିବା ପରମ୍ପରା ରହିଛି । ଏହି ଅବସରରେ ଘରେ ଘରେ ପିଠାପଣା ହେବ। ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା ବି କରାଯିବ। ଗୁରୁତ୍ୱପୂର୍ଣ୍ଣ ହେଉଛି, ପ୍ରଥମାଷ୍ଟମୀରେ ହେଉଥିବା ଏଣ୍ଡୁରୀ ପିଠା ହଳଦୀପତ୍ରରେ କରାଯାଏ । ସେଥିପାଇଁ ହାଟ ବଜାରରେ…

ମାଇଣ୍ତ ଫ୍ରେସ୍ କରେ କପେ ଚା

ବର୍ତ୍ତମାନ ସମୟରେ ମୁଣ୍ଡବିନ୍ଧା ହେଉ କି ମାଇଣ୍ତ ଫ୍ରେସ୍  ଟିକେ ଚା ହେଇଗଲେ ଲାଗେ ସତରେ ଦିନ ହେଉ କି ସଂଜ ସବୁ ଭଲରେ ଯାଏ ।  ବିଦ୍ୟାର୍ଥୀ ହୁଅନ୍ତୁ ଅବା ଚାକିରିଆ ସମସ୍ତେ ବର୍ତ୍ତମାନ ମାନସିକ ଦୁଃଶ୍ଚିନ୍ତା କାରଣରୁ ମସ୍ତିଷ୍କ ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି । ଆଉ ସେ ସବୁ ପାଇଁ ସବୁ ର…

ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ । ଆଜିଠୁ ନଭେମ୍ୱର୨୫ ତାରିଖ ମଧ୍ୟରାତ୍ରି ଯାଏଁ ଅନଲାଇନରେ ଆବେଦନ କରିପାରିବେ ପରୀକ୍ଷାର୍ଥୀ । ମାଧ୍ୟମିକ ଶିକ୍ଷା ପରିଷଦର www. bse odisha.in ୱେବସାଇଟରେ ଅନଲାଇନ ଆବେଦନ କରିପାରିବେ।…

ସରିଲା ନୂଆପଡ଼ା ବିଧାନସଭା ନିର୍ବାଚନ : ୭୯.୦୨ ପ୍ରତିଶତ ମତଦାନ

ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନ ପାଇଁ  ଶାନ୍ତିପୂର୍ଣ୍ଣ ମତଦାନ ଶେଷ ହୋଇଛି। ଏଠାରେ ୭୯.୦୨ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ୨୦୨୪ ସାଧାରଣ ନିର୍ବାଚନ ତୁଳନାରେ ଭୋଟ୍‌ ହାର ବଢ଼ିଛି। ମଙ୍ଗଳବାର ମତଦାନ ଆରମ୍ଭ ପୂର୍ବରୁ ସକାଳ ୭ଟାରୁ କରାଯାଇଥିବା ମକ୍ ପୋଲ୍‌…

ଆଜିର ରାଶିଫଳ

ମେଷ: ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ସାଥୀରେ କାମ କରୁଥିବା ଲୋକ ସାହାଯ୍ୟକାରୀ ହେବେ। ପାରିବାରିକ ସମ୍ବନ୍ଧ ମଜଭତ ହେବ। ବୃଷ: ଆପଣଙ୍କ ଭଲ ବ୍ୟବହାରରେ ଆଖପାଖର ଲୋକ ଖୁସି ରହିବେ। କାରବାରରେ ଉନ୍ନତି ହେବ। ପରିବାର ସହିତ ବିଶେଷ ବିଷୟରେ…

ନୂଆପଡ଼ା ଉପନିର୍ବାଚନ : ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ମତଦାନ

ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଭୋଟର ମାନେ ନିଜ ନିଜର ମତ ସାବ୍ୟସ୍ତ କରୁଥିବା ବେଳେ ସନ୍ଧ୍ୟା ୫ଟା ଯାଏଁ ଭୋଟିଂ ଚାଲିବ । ନୂଆପଡ଼ା ଉପନିର୍ବାଚନରେ ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ ସୂଚନା…

ଭୁଟାନ ମାଟିରୁ ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି ଗର୍ଜିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ଦିଲ୍ଲୀ ବିସ୍ଫୋରଣ ପଛରେ ଯାହାର ହାତ ଥିଲେ ବି ଛଡାଯିବ ନାହିଁ । ସମସ୍ତ ଷଡଯନ୍ତ୍ରକାରୀଙ୍କୁ ଶାସ୍ତି ମିଳିବ । ଭୁଟାନ ମାଟିରୁ ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି ଗର୍ଜିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାରା ଦେଶ ପୀଡିତଙ୍କ ସହ ରହିଥିବା ସେ ପ୍ରକାଶ କରିଛନ୍ତି ।…