Browsing Tag

#metro tv

ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ। ଦିଲ୍ଲୀର ଯନ୍ତରମନ୍ତରରୁ ଶୁଭିଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି। ଯନ୍ତରମନ୍ତରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରି ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରିଛି କକ୍ରୋଚ ଜନତା ପାର୍ଟି। ପୋଲିସର ହାଇ-ଆଲର୍ଟ ଘୋଷଣା।। …

କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା

ରାଜଧାନୀରେ ବଦଳିଲା ପାଗ । ତତଲା ଖରାରୁ ମିଳିଲା ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା । ଏପିରିକି ରାଜଧାନୀରେ ୪୦ ରୁ ୫୦ କିମି ବେଗରେ ପବନ ବହୁଥିବାର ଅନୁମାନ କରାଯାଉଛି । ଗୋଟିଏ ପଟେ ମୌସୁମୀ କେରଳମ୍ ଛୁଇଁ ସାରିଲାଣି । ଏବେ ଗୋଆ ଛୁଇଁଛି …

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି…

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍। ଭୁବନେଶ୍ଵର, ବାରିପଦା, ଧର୍ମଶାଳା ଏବଂ ବାଲିଗୁଡ଼ାରେ ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ଖବର ଅନୁଯାୟୀ, ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ…

ରାଜଧାନୀ ଭୁବନେଶ୍ବରରେ ଅସହ୍ୟ ଗରମ ଓ ଗୁଳୁଗୁଳି,ସାଢ଼େ ୮ଟା ସୁଦ୍ଧା ୩୩ ଡିଗ୍ରୀ ତାପମାତ୍ରା ହୋଇଥିବାବେଳେ ଆଦ୍ରତା ୭୭%

ରାଜଧାନୀ ଭୁବନେଶ୍ବରରେ ଅସହ୍ୟ ଗରମ ଓ ଗୁଳୁଗୁଳି । ସାଢ଼େ ୮ଟା ସୁଦ୍ଧା ୩୩ ଡିଗ୍ରୀ ତାପମାତ୍ରା ହୋଇଥିବାବେଳେ ଆଦ୍ରତା ରହିଛି ୭୭% । ୪୭ ଡିଗ୍ରୀ ପରି ଅନୁଭୂତ ହେଉଛି ଭୁବନେଶ୍ବର ଗରମ । ସାରା ଦେଶରେ ଉତପ୍ତ ସହରଭାବେ ପରିଚିତ ହୋଇଥିବା ସୁବର୍ଣ୍ଣପୁର ବାସୀ ଗ୍ରୀଷ୍ମ ପ୍ରବାହ ଯୋଗୁଁ ନାହିଁ…

ଆଜିର ରାଶିଫଳ

ମେଷ: ଆଜି ଏକ ଶୁଭ ଏବଂ ଫଳପ୍ରଦ ଦିନ ହେବ । କାମ ଏବଂ ବ୍ୟବସାୟ ପାଇଁ ଏହା ଏକ ଭଲ ଦିନ । ଆପଣ ଅପ୍ରତ୍ୟାଶିତ ଆର୍ଥିକ ଲାଭ ପାଇପାରନ୍ତି, ଯାହା ଆପଣଙ୍କ ଆର୍ଥିକ ସ୍ଥିତିକୁ ମଜବୁତ କରିବ । ଆପଣ ସେୟାର ବଜାର ଏବଂ ସମ୍ପତ୍ତିରେ ନିବେଶରୁ ଭଲ ଲାଭ ଅର୍ଜନ କରିପାରିବେ । ବୃଷ: ଆଜି ଏକ ସାଧାରଣ…

ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ…

ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ଧର୍ମଘଟ ସ୍ଥଗିତ ରଖିଲା ଘରୋଇ ବସ୍ ମାଲିକ ସଙ୍ଘ । ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ ହୋଇଛି । ଏନେଇ ରାଜ୍ୟ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେବେ ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଙ୍ଘ ଆଶାବାଦୀ ଅଛି…

ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି…

ଭାରତ ସିନ୍ଧୁ ଜଳ ସନ୍ଧି (ଆଇଡବ୍ଲୁଟି) କୁ ନେଇ ଶୁକ୍ରବାର ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ଏଥିରେ ପାକିସ୍ତାନ ଯେଉଁ ପର୍ଯ୍ୟନ୍ତ ସୀମାପାର ଆତଙ୍କବାଦକୁ ସମ୍ପୂର୍ଣ୍ଣ ଓ ବିଶ୍ୱସନୀୟ ଉପାୟରେ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ ବୋଲି କହିଛି। ବିଦେଶ ମନ୍ତ୍ରାଳୟର ଏହି…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ । ତଦନ୍ତ ପରେ NHRC ଟିମ୍ ସଦସ୍ୟ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି । ଦୁଇଟି ଦିଗ ପ୍ରତି NHRC ଟିମ୍ ତଦନ୍ତ କରୁଥିଲେ । ଗୋଟିଏ ସୌମ୍ୟ…

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଛତିଶା ନିଯୋଗ ଏବଂ ନୀତି ସବ୍ କମିଟି ବୈଠକରେ ଚୂଡ଼ାନ୍ତ…

ଅକ୍ଟୋବରରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ,ଦୁଇଟି ଟେଷ୍ଟ, ୫ଟି ଦିନିକିଆ ଏବଂ ୫ଟି ଟି-୨୦ ମ୍ୟାଚ ଖେଳିବ

ଚଳିତବର୍ଷ ଅକ୍ଟୋବରରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ । ଏହି ଟୁରରେ ଟିମ୍ ଇଣ୍ଡିଆ ୩ଟି ଫର୍ମାଟରେ ସିରିଜ ଖେଳିବ । ଦୁଇଟି ଟେଷ୍ଟ, ୫ଟି ଦିନିକିଆ ଏବଂ ୫ଟି ଟି-୨୦ ମ୍ୟାଚ ଖେଳିବ । ଟିମ୍ ଇଣ୍ଡିଆ ଏହି ଟୁରରେ ମୋଟ ୧୨ଟି ମ୍ୟାଚ୍ ଖେଳିବ । ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଏହି…