ଇସ୍ରାଏଲ ଆକ୍ରମଣରେ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକ ମୃତ
ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ୭ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଅଲ୍ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକ ସାମିଲ ଅଛନ୍ତି। ଏମାନେ ହେଲେ ଆନାସ ଅଲ୍-ସରିଫ, ମହମ୍ମଦ କ୍ବେରିଖେ, ଇବ୍ରାହିମ ଜାହିର,…