Browsing Tag

#metro tv

ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୭ଜଣଙ୍କ ମୃତ୍ୟୁ

ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍‍, ରିଙ୍ଗ ରୋଡ୍‍, ଜିଟି କର୍ଣ୍ଣାଲ୍‍ ରୋଡ୍‍, ରୋହିଣୀ,…

ରକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ହିତାଧିକାରୀଙ୍କ ଖାତାକୁ ଆସିଛି

କଥା ଦେଇ କଥା ରଖିଛନ୍ତି ମୋହନ ସରକାର । ରକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ହିତାଧିକାରୀଙ୍କ ଖାତାକୁ ଆସିଛି । କୋରାପୁଟର ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ୧କୋଟିରୁ ଅଧିକ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ…

ରୁଷ ଆମେରିକା ଆଲୋଚନାକୁ ଭାରତର ସ୍ବାଗତ

ରୁଷ ଓ ଆମେରିକା ମଧ୍ୟରେ ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ଏକ ବୈଠକ କରିବାକୁ ହୋଇଥିବା ସହମତିକୁ ସ୍ବାଗତ କରିଛି ଭାରତ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ଏହି ବୈଠକରେ ୟୁକ୍ରେନ ଯୁଦ୍ଧ ଶେଷ ହେବାର ରାସ୍ତା…

ପଞ୍ଚମ ଓଡ଼ିଶା କୁଇନ ର ବ୍ରାଣ୍ଡ ଆମ୍ବାସଡ଼ର ଅର୍ଚ୍ଚିତା

ଓଡ଼ିଶା କୁଇନ୍ କଲ୍‌ଚରାଲ୍‌ ଫେଷ୍ଟ ଇଭେଣ୍ଟ ଓ ଆର୍‌ ଆର୍‌ ଇଭେଣ୍ଟସ୍ ଆଣ୍ଡ୍ ସିନେ ପ୍ରଡକ୍ସନ୍‌ସ ଆୟୋଜିତ ପଞ୍ଚମ ‘ଓଡ଼ିଶା କୁଇନ୍’ର ଅଡିସନ୍ ଆଗାମୀ ୧୭ ତାରିଖରୁ ବ୍ରହ୍ମପୁରରୁ ଆରମ୍ଭ ହେଉଛି। ତା’ପରେ କଟକରେ ଅଡିସନ୍ ୨୪ ତାରିଖରେ ଓ ଭୁବନେଶ୍ବରରେ ଶେଷ ଅଡିସନ୍ ସେପ୍‌ଟେମ୍ବର ୧୨ରେ ଅନୁଷ୍ଠିତ…

ଟ୍ରେନ ଭଡ଼ାରେ 20 ପ୍ରତିଶତ ରିହାତି

ପାର୍ବଣ ସମୟରେ ଯାତ୍ରୀଙ୍କ ଯିବାଆସିବା ଭିଡକୁ ଦେଖି ରେଳ ମନ୍ତ୍ରାଳୟ ଶନିବାର ଏକ ବଡ଼ ଘୋଷଣା କରିଛି। ଏହି ଘୋଷଣା ଅଧୀନରେ ଅକ୍ଟୋବର ୧୩ରୁ ଅକ୍ଟୋବର ୨୬ ମଧ୍ୟରେ ଯାତ୍ରା କରୁଥିବା ଏବଂ ନଭେମ୍ବର ୧୭ ରୁ ଡିସେମ୍ବର ୧ ମଧ୍ୟରେ ସମାନ ଟ୍ରେନରେ ଫେରିବା ଯାତ୍ରୀମାନଙ୍କୁ ଫେରିବା ଟିକେଟ ଭଡ଼ା…

ଟେଷ୍ଟ କ୍ରିକେଟ ଇତିହାସରେ ୩ୟ ସବୁଠାରୁ ବଡ଼ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ

ଟେଷ୍ଟ କ୍ରିକେଟ ଇତିହାସରେ ୩ୟ ସବୁଠାରୁ ବଡ଼ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ । ଜିମ୍ବାଓ୍ବେକୁ ଗୋଟିଏ ପାଳି ଓ ୩୫୯ ରନରେ ପରାସ୍ତ କରି ନ୍ୟୁଜିଲାଣ୍ଡ ଏହି ସଫଳତା ହାସଲ କରିଛି । ଏହା ସହିତ ୨ ଟିକିଆ ଟେଷ୍ଟ ସିରିଜକୁ ୨-୦ରେ ହାତେଇଛି ନ୍ୟୁଜିଲାଣ୍ଡ । ସ୍ଥାନୀୟ କ୍ବିନ୍ସ  …

ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି

ଆଜି ପବିତ୍ର ରାଖିପୂର୍ଣ୍ଣିମା । ଏହା ସହ  ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ପ୍ରତି ଘରେ ଭଉଣୀମାନେ ଭାଇ ହାତରେ ରାଖି ବାନ୍ଧି ସୁଖ ମନାସିଛନ୍ତି । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ରାଖି ପିନ୍ଧିଛନ୍ତି ଚତୁଦ୍ଧାମୂର୍ତ୍ତି।  ଗହ୍ମା…

ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା

ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।…

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ସିବିଆଇର ଚଢାଉ

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ…

୫୦ ପ୍ରତିଶତ ଟାରିଫ ଲାଗିବା ପରେ ଏକାଠି ହେଲେ ଭାରତ – ବ୍ରାଜିଲ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତ ଓ ବ୍ରାଜିଲ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଯିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା ଫୋନରେ ଆଲୋଚନା କରିଛନ୍ତି। ଲୁଲା ପ୍ରକାଶ କରିଛନ୍ତି ଯେ, ସେମାନେ…